ଝିରିପାଣି ଜଙ୍ଗଲରେ ଦନ୍ତାହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର ବେଲଘର ରେଞ୍ଜ୍ ଝିରିପାଣି ଅଞ୍ଚଳ କର୍ଜଣ୍ଡି ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଘଟଣା ଶୁକ୍ରବାର ପ୍ରତ୍ୟୁଷରେ ଗ୍ରାମବାସୀମାନେ ଜଙ୍ଗଲ ଆଡ଼କୁ ଗଲାବେଳେ ଦେଖିବା ପରେ ବନ ବିଭାଗକୁ ଖବର ଦେଇଥିଲେ ।
Read More...

ଟିଟିଲାଗଡ଼ ଲିଓ କ୍ଲବ ତରଫରୁ ଆନ୍ତଃ ସ୍କୁଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ଟିଟିଲାଗଡ଼ ଲିଓ କ୍ଲବ ତରଫରୁ ଆନ୍ତଃ ସ୍କୁଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ ଚାହାରଭଟା ସ୍ଥିତ ଓମ ଭ୍ୟାଲି ସ୍କୁଲର ଖେଳ ପଡିଆ ଠାରେ ଉଦଘାଟିତ ହୋଇଯାଇଛି । ଏହି ଅବସରରେ ଲାୟନ୍ସ କ୍ଲବର ପିଡିଜି ଯମୁନା ପ୍ରସାଦ ଗୋଏଲ,
Read More...

ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବରଗଡ ସାଂସଦ ପ୍ରଦୀପ ପୁରୋହିତ, ମୁଖ୍ୟବକ୍ତା ଭାବେ ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ଅଧ୍ୟକ୍ଷ
Read More...

ସାଂସଦ ଖେଳ ମହୋତ୍ସବ ଉଦଘାଟିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ରେ ଆଜି ଉଦଘାଟିତ ହୋଇଯାଇଛି ସାଂସଦ ଖେଳ ମହୋତ୍ସବ । ସ୍ଥାନୀୟ ଭବାନୀପୁର ସ୍ପୋର୍ଟସ କମ୍ପ୍ଲେକ ପରିସରରେ ଆଜି ସାଂସଦ ଖେଳ ମହୋତ୍ସବ ଆରମ୍ଭ ହୋଇଛି । କାର୍ଯ୍ୟକ୍ରମରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ତଥା ସାଂସଦ, ସୁନ୍ଦରଗଡ଼ ଜୁଏଲ ଓରାମ,
Read More...

ଏକତ୍ର ଆୟୋଜିତ ଇସ୍ପାତ ନାଟ୍ୟ ମହୋତ୍ସବ ଉଦଯାପିତ

ଅନ୍ତିମ ସନ୍ଧ୍ୟାରେ ନାଟକ ଅହ୍ୟ ସୁଲକ୍ଷଣୀ ଓ ନିଜ ଠାରୁ ନିଜର ଦୂରତା ମଞ୍ଚସ୍ଥ ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ପୃଷ୍ଠପୋଷକତା ଏବଂ ଆରଏସପି ଆନୁକୂଲ୍ୟରେ ‘ଏକତ୍ର’ ରାଉରକେଲା ଦ୍ୱାରା ଆୟୋଜିତ ତୃତୀୟ ଇସ୍ପାତ ନାଟ୍ୟ
Read More...

ବ୍ଲକ ସ୍ତରୀୟ ଡେଟଲ୍ ସ୍କୁଲ ସ୍ୱଚ୍ଛତା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗୁଡଭେଲା/ତୁଷୁରା, (କେପିଏନ୍‌ଏସ୍‌) : ଅମର ଜ୍ୟୋତି ଫାଉଣ୍ଡେସନ ଏବଂ ରେକିଟ ଇଣ୍ଡିଆର ମିଳିତ ସହଯୋଗରେ ଡୁଙ୍ଗିବାହାଲ ୟୁପି ସ୍କୁଲ୍ ଠାରେ ଗୁଡଭେଲା ବ୍ଲକର ୧୦୦ଟି ସରକାରୀ ସ୍କୁଲର ଶିକ୍ଷକ, ଶିକ୍ଷୟିତ୍ରୀ ମାନଙ୍କ ପାଇଁ ଡିସେମ୍ବର ୧୨ ଓ ୧୩ ତାରିଖ ଦୁଇଦିନ ଧରି ଡେଟଲ ସ୍ୱଚ୍ଛତା ପ୍ରଶିକ୍ଷଣ
Read More...

ସ୍ୱର୍ଗତ ନିରାକାର ସାହୁଙ୍କ ସ୍ମୃତି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଗଲପୁର, (ସୁଶିଲ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଝରଣିପାଲି ଠାରେ ପ୍ରଥମେ ସମ୍ବଲପୁର ତ୍ରିଲୋଚନ ନେତ୍ରାଳୟ ଦ୍ୱାରା ଚକ୍ଷୁ ଚିକିତ୍ସା କରାଯାଇଥିଲା । ଏଥିରେ ସମୁଦାୟ ୧୪୨ ଜଣ ଚକ୍ଷୁ ଚିକିତ୍ସା ପାଇଁ ପଞ୍ଜୀକରଣ କରିଥିବା ସୂଚନା ମିଳିଛି । ଏହି ପରି ସାପ୍ତାହିକ ବଜାର
Read More...

ବାଲିଗୁଡାରେ ଚତୁର୍ଥ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ତାଲୁକ ଆଇନ ସେବା କମିଟି, ବାଲିଗୁଡ଼ା ଦ୍ୱାରା ଆୟୋଜିତ ଚତୁର୍ଥ ଜାତୀୟ ଲୋକ ଅଦାଲତ ବାଲିଗୁଡ଼ାର ସିଭିଲ୍ ଏବଂ ଫୌଜଦାରୀ କୋର୍ଟ ପରିସରରେ ଅତିରିକ୍ତ ଜିଲ୍ଲା ଜଜ୍ ତଥା ତାଲୁକ ଆଇନ ସେବା କମିଟିର ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ସଫଳତାର ସହିତ ଅନୁଷ୍ଠିତ
Read More...

ଖୋର୍ଦ୍ଧା-ବଲାଙ୍ଗିର ରେଳପଥର 226 କିମି ସେକ୍ସନରେ ଟ୍ରେନ୍ ଚଳାଚଳ ଜାରି ରହିଛି : ରେଳ ମନ୍ତ୍ରୀ

• 150 କିମି ତାଳଚେର-ବିମଳାଗଡ଼ ନୂତନ ରେଳପଥର 34 କିମି ସେକ୍ସନ କାର୍ଯ୍ୟକ୍ଷମ ନୂଆଦିଲ୍ଲୀ, (ପିଆଇବି) : ଖୋର୍ଦ୍ଧା-ବଲାଙ୍ଗିର ରେଳପଥର ମୋଟ୍ ଦୂରତା 301 କିଲୋମିଟର ହୋଇଥିବା ବେଳେ ନଭେମ୍ବର 2025 ସୁଦ୍ଧା ଏଥିମଧ୍ୟରୁ 226 କିଲୋମିଟର ରେଳ ଲାଇନରେ ଟ୍ରେନ ଚଳାଚଳ ଆରମ୍ଭ କରିଛି । ଆଜି
Read More...

ଅମୃତ ଭାରତ ଷ୍ଟେସନ ଯୋଜନାରେ ଓଡ଼ିଶାର 59ଟି ଷ୍ଟେସନର ପୁନର୍ବିକାଶ ଜାରି : ବର୍ତ୍ତମାନ ସୁଦ୍ଧା 5ଟି ଷ୍ଟେସନ କାମ…

ନୂଆଦିଲ୍ଲୀ, (ପିଆଇବି) : ଅମୃତ ଭାରତ ଷ୍ଟେସନ ଯୋଜନା ଅନ୍ତର୍ଗତ ଓଡ଼ିଶାରେ 59ଟି ଷ୍ଟେସନର ପୁନର୍ବିକାଶ କାର୍ଯ୍ୟ ହାତକୁ ନିଆଯାଇଥିବା କହିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଓଡ଼ିଶାରେ ଷ୍ଟେସନଗୁଡ଼ିକର ପୁନର୍ବିକାଶ ସଂକ୍ରାନ୍ତ ଏକ ପ୍ରଶ୍ନର ଉତ୍ତର ଦେଇ ରାଜ୍ୟ ସଭାରେ କେନ୍ଦ୍ର
Read More...