ପାଇକମାଲରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ପଦ୍ମପୁର ଉପ!-->…
Read More...
Read More...