ସମୀର ପଟ୍ଟନାୟକଙ୍କ ଦେହାନ୍ତ : ଗାନ୍ଧୀ ପାଠାଗାର ଠାରେ ଶୋକ ସଭା ଅନୁଷ୍ଠିତ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାନ୍ଧୀ ପାଠାଗାରର ସକ୍ରିୟ ସଦସ୍ୟ ସମୀର ପଟ୍ଟନାୟକ (ମଣ୍ଟୁ)ଙ୍କ ୫୦ ବର୍ଷ ବୟସରେ ଅକାଳ ବିୟୋଗ ଘଟିଛି । ବିଗତ କିଛି ସମୟ ହେବ ସେ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ଛତିଶଗଡ ରାୟପୁରରେ ଚିକିତ୍ସିତ ହେଉଥିଲେ । ଶନିବାର ଭୋର ୨ଟା ସମୟରେ ତାଙ୍କର ପ୍ରାଣବାୟୁ!-->…
Read More...
Read More...