ଶୀତ ଓ ଗୀତ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ସାରନଗରୀ ଶାଖା ତରଫରୁ ଫର୍ଟିଲାଇଜର ଚିନ୍ମୟ ଏକାଡେମୀ ଠାରେ ଶୀତ ଓ ଗୀତ ସମ୍ପର୍କିତ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ସଂଗଠନ ସମ୍ପାଦକ କବି କୁଞ୍ଜବିହାରୀ ରାଉତଙ୍କ ସଂଯୋଜନାରେ ଆୟୋଜିତ ଏହି ଆସରରେ ଅନୁଷ୍ଠାନର…
Read More...

ବଡଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ବଡଗାଁ ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର…
Read More...

ଶିଶୁ ଶ୍ରମ ଉଚ୍ଛେଦ ଅଭିଯାନର ଜିଲ୍ଲା ଓ ଜୋନାଲ ସ୍ତରୀୟ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶିଶୁ ଶ୍ରମ ଉଚ୍ଛେଦ ଅଭିଯାନ ଓଡିଶା ତରଫରୁ ବଲାଙ୍ଗିର ପଂଚାୟତ ସାଧନ କେନ୍ଦ୍ର ଠାରେ ଏକ ଜିଲ୍ଲା ଓ ଜୋନାଲ ସ୍ତରୀୟ ବୈଠକ ଇତି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପୂର୍ବତନ ରାଜ୍ୟ ଆବାହକ ଉମେଶ ଚନ୍ଦ୍ର ପୁରୋହିତ ଅଧ୍ୟକ୍ଷତା କରିଥିଲେ ଏବଂ ରାଜ୍ୟ…
Read More...

ପିପି ଏକାଡେମୀ ୧୯୯୩ ମ୍ୟାଟ୍ରିକ ବ୍ୟାଚ୍‌ର ବନ୍ଧୁମିଳନ

"ତିନି ଦଶକ ପରେ ମଧ୍ୟ ସେଇ ମଜା, ସେଇ ବନ୍ଧୁତ୍ୱ" ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୀର୍ଘ ତିନି ଦଶକ ପରେ ପିପି ଏକାଡେମୀର ୧୯୯୩ ମ୍ୟାଟ୍ରିକ ବ୍ୟାଚ୍‌ର ଛାତ୍ରମାନଙ୍କୁ ନେଇ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ରାଜ୍ୟର ବିଭିନ୍ନ ଜିଲ୍ଲା ସହିତ ଦେଶର ଅନ୍ୟାନ୍ୟ ସ୍ଥାନରୁ…
Read More...

ମହାଶିବରାତ୍ରିରେ ଶ୍ରୀ ଲିଙ୍ଗରାଜ ମନ୍ଦିରରେ ସେବାକାର୍ଯ୍ୟ କରିବେ ଶତାଧିକ ସ୍ୱେଚ୍ଛାସେବୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଭିନ୍ନ ଯାନିଯାତ୍ରା, ପର୍ବପର୍ବାଣୀ ଯଥା ରଥଯାତ୍ରା, ତାରାତାରିଣୀଙ୍କର ଚୈତ୍ରପର୍ବ ଯାତ୍ରା ଆଦିରେ ମାନବଙ୍କୁ ଶୃଙ୍ଖଳିତ ପଥରେ ଲୋକଙ୍କର ଦିଅଁ ଦର୍ଶନ ମିଳିବା ଆବଶ୍ୟକ । ଏଥିପାଇଁ ସେବା କରି ପ୍ରଶାସନ ତଥା ସାଧାରଣ ଜନତାଙ୍କର ପ୍ରିୟପାତ୍ର…
Read More...

ଏନ୍‌ଏସ୍ଏସ୍ ପକ୍ଷରୁ ନୂତନ ସ୍ୱେଚ୍ଛାସେବୀଙ୍କ ପ୍ରବେଶ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ମହାବିଦ୍ୟାଳୟ ଠାରେ ସୋନପୁର ଜାତୀୟ ସେବା ଯୋଜନା ଯୁଗ୍ମ ଶାଖା ଆନୁକୂଲ୍ୟରେ ନୂତନ ସ୍ୱେଚ୍ଛାସେବୀ ମାନଙ୍କର ଏକ ପ୍ରବେଶ ତଥା ଅଭିମୁଖୀକରଣ ଉତ୍ସବ ଅଧ୍ୟକ୍ଷ ରାଧାକାନ୍ତ ନାଏକଙ୍କ ପୌରାହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର…
Read More...

ଟିଟିଲାଗଡ଼ ବହି ହାଟ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ପୁସ୍ତକ ମେଳା ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଚଳିତ ବର୍ଷ ପଞ୍ଚମ ବର୍ଷରେ ପଦାର୍ପଣ କରିଛି ଟିଟିଲାଗଡ଼ ବହି ହାଟ । ସ୍ଥାନୀୟ ବିଜୁ ପଟ୍ଟନାୟକ ଛକ ଠାରେ ଥିବା ମିଶନ ଶକ୍ତି ବଜାର ପ୍ରାଙ୍ଗଣ ଆରମ୍ଭ ୧୨.୧୨.୨୦୨୫ରୁ ଆରମ୍ଭ ହୋଇ ବହି ହାଟ ଆସନ୍ତା ୨୦…
Read More...

ଇସ୍ପାତ୍ ସାହିତ୍ୟରେ ପୁସ୍ତକ ଲୋକାର୍ପଣ ଉତ୍ସବ

ରାଉଲକେଲା, (ସସ୍ମିତା ପ୍ରଧାନ) : ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ୍ ସାହିତ୍ୟ ସଂସଦ ଆନୁକଦ୍ଭଲ୍ୟରେ ସଭାପତି ନୃସିଂହ ଚରଣ ବିଶ୍ଵାଳଙ୍କ ସଭାପତିତ୍ୱରେ ପୁସ୍ତକ ଲୋକାର୍ପଣ ଓ ସମୀକ୍ଷା କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମତୀ ଦୀପ୍ତି ମହାନ୍ତିଙ୍କ ଗଳ୍ପ ସଙ୍କଳନ…
Read More...

ରାମଚଣ୍ଡୀ ପୀଠରେ ୟୁଟ୍ୟୁବର୍ ଓ ବୈଦ୍ୟୁତିକ ଗଣମାଧ୍ୟମ ବ୍ୟକ୍ତିତ୍ଵଙ୍କ ଭବ୍ୟ ସମାବେଶ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରୁ ମାତ୍ର ୭ କିମି ଦୂରରେ ନିଳାଦ୍ରୀପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିନ୍ଧ୍ୟବାସିନୀ ମା' ରାମଚଣ୍ଡୀ ଦେବୀ ବିଦ୍ୟମାନ । ପୂଣ୍ୟତ୍ତୋୟା ଋଷିକୂଲ୍ୟା ନଦୀର କୁଳୁକୁଳୁତାନର ପ୍ରାକୃତିକ ଶୋଭା…
Read More...

ଶୁଖା ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଶୁଖା ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁରେଶ କୁମାର ନାୟକଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଫକୀର ମୋହନ ସାଙ୍କ ସଭାପତିତ୍ୱରେ…
Read More...