ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଦ୍ୱିଦିବସୀୟ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । ବାର୍ଷିକ କ୍ରୀଡା କାର୍ଯ୍ୟକ୍ରମଟିକୁ ଅଧ୍ୟକ୍ଷା ଶ୍ରୀମତୀ ମିନତୀ ରଥ ମା' ଦ୍ୱାରସେନୀ ମନ୍ଦିରରୁ…
Read More...

ରେଳ ଉପଭୋକ୍ତା ସଂଘର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ସ୍ଥିତ ରେଳ ଉପଭୋକ୍ତ ସଂଘର କାର୍ଯ୍ୟାଳୟ ଠାରେ ସଂଘର କାର୍ଯ୍ୟକାରିଣୀ ବୈଠକ ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉପ-ସଭାପତି ଅନନ୍ତ ବିଶୋଇ ସ୍ୱାଗତ ଜଣାଇଲା ପରେ ସଂପାଦକ ବିମଳ ଚକ୍ରବର୍ତ୍ତି ଗତ ସାଧାରଣ…
Read More...

ଜୀବନ ବୀମା ଅଭିକର୍ତ୍ତା ମହାସଂଗଠନର ଦୁଇ ଦିନିଆ ଅଧିବେଶନ ଆରମ୍ଭ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜୀବନ ବୀମା ଅଭିକର୍ତ୍ତା ମହାସଂଗଠନ, ସମ୍ବଲପୁର ମଣ୍ଡଳ ପରିଷଦର ଦୁଇ ଦିନିଆ ୧୧ତମ ସାଧାରଣ ଅଧିବେଶନ ବଲାଙ୍ଗିର-ସମ୍ବଲପୁର ରୋଡ ସ୍ଥିତ ନଟରାଜ ପ୍ୟାଲେସ ଠାରେ ଆରମ୍ଭ ହୋଇଯାଇଛି । ଅଭିକର୍ତ୍ତା ମାନଙ୍କ ଏହି ମହା ସମ୍ମିଳନୀରେ ସମ୍ବଲପୁର ମଣ୍ଡଳ ଅନ୍ତର୍ଗତ…
Read More...

ମଦନପୁର ଠାରେ ଧାନମଣ୍ଡି ଉଦ୍‌ଘାଟିତ

ମ.ରାମପୁର, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର କୃଷି ସମବାୟ ସମିତି ପକ୍ଷରୁ ଶୁକ୍ରବାର ବଜାର ପଡିଆ ଠାରେ ଚଳିତ ବର୍ଷ ପାଇଁ ଧାନମଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ପେସ୍କ ସଭାପତି ହରି ମହାନନ୍ଦ, ନିର୍ଦ୍ଦେଶକ ଛନ୍ଦା ଚରଣ ସେଲମା, ବଗୃ ପଧାନ, ପେସ୍କ…
Read More...

ଅର୍ଜୁନପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅର୍ଜୁନପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଦ୍ଵିଦିବସୀୟ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । ଏହି ଉତ୍ସବରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁମନ୍ତ ପରୁଆଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବରେ ଉଦଘାଟନୀ…
Read More...

ଝିରିପାଣି ଜଙ୍ଗଲରେ ଦନ୍ତାହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର ବେଲଘର ରେଞ୍ଜ୍ ଝିରିପାଣି ଅଞ୍ଚଳ କର୍ଜଣ୍ଡି ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଘଟଣା ଶୁକ୍ରବାର ପ୍ରତ୍ୟୁଷରେ ଗ୍ରାମବାସୀମାନେ ଜଙ୍ଗଲ ଆଡ଼କୁ ଗଲାବେଳେ ଦେଖିବା ପରେ ବନ ବିଭାଗକୁ ଖବର ଦେଇଥିଲେ ।…
Read More...

ଟିଟିଲାଗଡ଼ ଲିଓ କ୍ଲବ ତରଫରୁ ଆନ୍ତଃ ସ୍କୁଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ଟିଟିଲାଗଡ଼ ଲିଓ କ୍ଲବ ତରଫରୁ ଆନ୍ତଃ ସ୍କୁଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ ଚାହାରଭଟା ସ୍ଥିତ ଓମ ଭ୍ୟାଲି ସ୍କୁଲର ଖେଳ ପଡିଆ ଠାରେ ଉଦଘାଟିତ ହୋଇଯାଇଛି । ଏହି ଅବସରରେ ଲାୟନ୍ସ କ୍ଲବର ପିଡିଜି ଯମୁନା ପ୍ରସାଦ ଗୋଏଲ,…
Read More...

ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବରଗଡ ସାଂସଦ ପ୍ରଦୀପ ପୁରୋହିତ, ମୁଖ୍ୟବକ୍ତା ଭାବେ ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ଅଧ୍ୟକ୍ଷ…
Read More...

ସାଂସଦ ଖେଳ ମହୋତ୍ସବ ଉଦଘାଟିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ରେ ଆଜି ଉଦଘାଟିତ ହୋଇଯାଇଛି ସାଂସଦ ଖେଳ ମହୋତ୍ସବ । ସ୍ଥାନୀୟ ଭବାନୀପୁର ସ୍ପୋର୍ଟସ କମ୍ପ୍ଲେକ ପରିସରରେ ଆଜି ସାଂସଦ ଖେଳ ମହୋତ୍ସବ ଆରମ୍ଭ ହୋଇଛି । କାର୍ଯ୍ୟକ୍ରମରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ତଥା ସାଂସଦ, ସୁନ୍ଦରଗଡ଼ ଜୁଏଲ ଓରାମ,…
Read More...

ଏକତ୍ର ଆୟୋଜିତ ଇସ୍ପାତ ନାଟ୍ୟ ମହୋତ୍ସବ ଉଦଯାପିତ

ଅନ୍ତିମ ସନ୍ଧ୍ୟାରେ ନାଟକ ଅହ୍ୟ ସୁଲକ୍ଷଣୀ ଓ ନିଜ ଠାରୁ ନିଜର ଦୂରତା ମଞ୍ଚସ୍ଥ ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ପୃଷ୍ଠପୋଷକତା ଏବଂ ଆରଏସପି ଆନୁକୂଲ୍ୟରେ ‘ଏକତ୍ର’ ରାଉରକେଲା ଦ୍ୱାରା ଆୟୋଜିତ ତୃତୀୟ ଇସ୍ପାତ ନାଟ୍ୟ…
Read More...