ଅଖିଳ ଭାରତୀୟ ସାହିତ୍ୟ ପରିଷଦର ଆଲୋଚନା ଚକ୍ର
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ମହିଳା କଲେଜ ପରିସରରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ବଲାଙ୍ଗିର ଶାଖା ପକ୍ଷରୁ କବି ଗଙ୍ଗାଧର ମେହେରଙ୍କ ସାହିତ୍ୟ ଓ ପ୍ରତିଭା ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ସଭାରେ ଡ. ଭବାନୀ ଶଙ୍କର ପଟେଲ ସଭାପତିତ୍ୱ କରିଥିଲେ । କାର୍ଯ୍ୟକ୍ରମ!-->…
Read More...
Read More...