ବ୍ରାହ୍ମଣ ସମାଜ କଳାହାଣ୍ଡି ପକ୍ଷରୁ ଗୀତା ଜୟନ୍ତୀ ପାଳିତ
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସ୍ଥାନୀୟ ବାଲାଜୀ ମନ୍ଦିର ପରିସରରେ ବ୍ରାହ୍ମଣ ସମାଜ କଳାହାଣ୍ଡି ପକ୍ଷରୁ ଗୀତା ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଘୃତ ଯଜ୍ଞ, ଜ୍ଞାନ ଯଜ୍ଞ ଓ ଅନ୍ନ ଯଜ୍ଞ ଆୟୋଜିତ ହୋଇଥିଲା । ମନ୍ଦିରର ଯଜ୍ଞ ମଣ୍ଡପରେ ସକାଳ ସାଢେ଼ ସାତଟାରେ!-->…
Read More...
Read More...