ଆଜି ରାଷ୍ଟ୍ରମଣ୍ଡଳ ଦେଶର ବାଚସ୍ପତି ଓ ପୀଠସୀନ ଅଧିକାରୀଙ୍କ ୨୮ତମ ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ଣ ୧୦.୩୦ଟାରେ ନୂଆଦିଲ୍ଲୀସ୍ଥିତ ସଂସଦ ଭବନ ପରିସରରେ ଥିବା ସମ୍ବିଧାନ ସଦନର କେନ୍ଦ୍ରୀୟ ହଲରେ ଆୟୋଜିତ ‘ରାଷ୍ଟ୍ରମଣ୍ଡଳ ଦେଶର ବାଚସ୍ପତି ଓ ପୀଠସୀନ ଅଧିକାରୀଙ୍କ ୨୮ତମ ସମ୍ମିଳନୀ (ସିଏସପିଓସି)’କୁ ଉଦଘାଟନ କରିବେ ।!-->…
Read More...
Read More...