ଟିଟିଲାଗଡ଼ ସହରରେ ଆରମ୍ଭ ହେଲା ଅଲ୍ ଓଡିଶା ବ୍ୟାଡମିଣ୍ଟନ ପ୍ରତିଯୋଗିତା
ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଦୀର୍ଘ ୯ ବର୍ଷର ବ୍ୟବଧାନ ପରେ ଟିଟିଲାଗଡ଼ ସହରରେ ଚଳିତ ବର୍ଷ ପୁଣି ଥରେ ଆରମ୍ଭ ହେଲା ଅଲ୍ ଓଡିଶା ବ୍ୟାଡମିଣ୍ଟନ ପ୍ରତିଯୋଗିତା । ଟିଟିଲାଗଡ଼ ଲାୟନ୍ସ କ୍ଲବ ଓ ଲିଓ କ୍ଲବ ଦ୍ଵାରା ଆୟୋଜିତ ଏବଂ ଟିଟିଲାଗଡ଼ ବ୍ୟାଡ ମିଣ୍ଟନ ଆସୋସିଏସନର ସହଭାଗିତାରେ!-->…
Read More...
Read More...