ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ପ୍ରାକ୍ଟିସିଙ୍ଗ ବିଦ୍ୟାଳୟ ପରିସରରେ ଉର୍ଦ୍ଦୁ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁପ୍ରଭା ତ୍ରିପାଠୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ରାଧାରାଣୀପଡ଼ା କ୍ଲଷ୍ଟର ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସିଆର୍‌ସିସି
Read More...

ଜିଲ୍ଲାସ୍ତରୀୟ ୨୦ତମ ଜାତୀୟ ପରିସଂଖ୍ୟାନ ଦିବସ ମହାସମାରୋହରେ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ ପରିସରରେ ଥିବା ପରିସଂଖ୍ୟାନ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ୨୦ତମ ଜାତୀୟ ପରିସଂଖ୍ୟାନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଡଃ.
Read More...

ବେଆଇନ ଧାନ କାରବାରରେ ଜଡିତ ଥିବାରୁ ବେହେରା ରାଇସମିଲକୁ ସିଲ କଲେ ତହସିଲଦାର

କେସିଙ୍ଗା, (ପ୍ରୀତେଶ ପଟେଲ) : କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ ଏବଂ କେସିଙ୍ଗା ତହସିଲଦାରଙ୍କ ଉପସ୍ଥିତରେ ସିଲ କରାଯାଇଛି । ରବି ଋତୁରେ ଚାଷୀଙ୍କ ବିଭିନ୍ନ ଧାନ
Read More...

ଜଳ ହିଁ ଜୀବନ : କେଗେନ ୱାଟରକୁ ନେଇ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (କେପିଏନ୍‌ଏସ୍‌) : ଜଳ ହିଁ ଜୀବନ । ଜଳ ବିନା ଜୀବନର କଳ୍ପନା କରିବା ଅସମ୍ଭବ । ପୃଥିବୀର ପ୍ରାୟ ୭୦ ପ୍ରତିଶତ ଅଂଶ ଜଳରେ ଆବୃତ ଥିବା ବେଳେ, ମାନବ ଶରୀରରେ ମଧ୍ୟ ପ୍ରାୟ ୭୦ ପ୍ରତିଶତ ଜଳ ରହିଛି । ସେଥିପାଇଁ ଆମ ସ୍ୱାସ୍ଥ୍ୟ ପାଇଁ ବିଶୁଦ୍ଧ ଓ ସୁରକ୍ଷିତ ପାନୀୟ ଜଳର ଗୁରୁତ୍ୱ
Read More...

ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି

ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତାସ୍ୱଚ୍ଛତା ସହ କାମ ନ କଲେ ଗ୍ରାମବାସୀ କରିବେ ଆନ୍ଦୋଳନ ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଓଗାଁ ବ୍ଲକ ଅନ୍ତର୍ଗତ ବନ୍ଧପଡା ପଂଚାୟତର ବୁଢାବାହାଲ ଗାଁରେ ହୋଇଥିବା ଏକ ସାମାଜିକ କାର୍ଯ୍ୟରେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଯୋଗ
Read More...

ବୃକ୍ଷରୋପଣ କାର୍ଯ୍ୟ ବେଳେ ବନ କର୍ମଚାରୀଙ୍କୁ ଆକ୍ରମଣ

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ବଲାଙ୍ଗିର ଜିଲ୍ଲାରେ ବୃକ୍ଷରୋପଣ କାର୍ଯ୍ୟକୁ ନେଇ ବନ ବିଭାଗର କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏହାକୁ ନେଇ ଚର୍ଚ୍ଚା ବଢ଼ିଛି । ତେବେ ଭାଇରାଲ ଭିଡିଓର
Read More...

ସ୍ୱର୍ଗତ ପି. କାମା ରେଡ୍ଡୀଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା ଓ ବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଗୋପାଳପୁର ବନ୍ଦର ସହର ଅନ୍ତର୍ଗତ ଡୁରା ମେଇନ ରୋଡ଼ ରାମଚନ୍ଦ୍ରପୁର ସ୍ଥିତ ଶ୍ରୀଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପରିସରରେ ସ୍ୱର୍ଗତ ପି. କାମା ରେଡ୍ଡୀଙ୍କ ଶ୍ରଦ୍ଧାଞ୍ଜଳି ସଭା ବର୍ଣ୍ଣାଢ଼୍ୟ ସମାରୋହରେ ସମାହିତ ହୋଇଯାଇଛି ।
Read More...

ବିଂଶତମ ପରିସଂଖ୍ୟାନ ଦିବସ ୨୦୨୬ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର

ଭାରତର ପରିବର୍ତ୍ତିତ ଅର୍ଥବ୍ୟବସ୍ଥାକୁ ଭଲଭାବେ ପ୍ରଦର୍ଶିତ କରିବା ଲାଗି ଜିଡିପି, ଉପଭୋକ୍ତା ମୂଲ୍ୟ ସୂଚକାଙ୍କ ଏବଂ ଶିଳ୍ପ ଉତ୍ପାଦନ ସୂଚକାଙ୍କ ଭଳି ପ୍ରମୁଖ ସାମଗ୍ରିକ ଆର୍ଥିକ ସୂଚକାଙ୍କୁ ନୂତନ ଆଧାର ବର୍ଷ ସହିତ ଅପଡେଟ୍‌ କରାଯାଉଛି: ଡକ୍ଟର ପି.କେ. ମିଶ୍ରପ୍ରଧାନମନ୍ତ୍ରୀ ନରେନ୍ଦ୍ର
Read More...

ଭାରତୀୟ ଚଳଚ୍ଚିତ୍ର ଶିଳ୍ପକୁ ପ୍ରୋତ୍ସାହନ ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଦୁଇଟି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, (ପିଆଇବି) : ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଆଜି ଦୁଇଟି ପ୍ରମୁଖ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ପଦକ୍ଷେପଗୁଡ଼ିକ ଭାରତୀୟ ଚଳଚ୍ଚିତ୍ର ଶିଳ୍ପର ଅଭିବୃଦ୍ଧିରେ ସହାୟକ ହେବ। ଏହା ସହିତ ସାରା ଦେଶରେ ସିନେମା ହଲ୍‌ (ସ୍କ୍ରିନ୍‌) ସଂଖ୍ୟା ବୃଦ୍ଧି କରିବାରେ ମଧ୍ୟ ଏହା ସହାୟକ
Read More...

ଅଦୃଶ୍ୟ ହାତ

ଆଶୁତୋଷ ନାୟକ ସୃଷ୍ଟିର ଆରମ୍ବରୁ ଏହା ପ୍ରମାଣିତ ଯେ ପ୍ରକୃତି ବିଜ୍ଞାନ ଠାରୁ ବଳଶାଳୀ । ମଣିଷ ନିଜର ସମସ୍ତ ସାମର୍ଥ୍ୟ ପ୍ରୟୋଗ କରି ମଧ୍ୟ ପ୍ରକୃତି ଉପରେ ନିଜର ଆଧିପତ୍ୟ ବିସ୍ତାର କରିବା ଅସମ୍ଭବ । ଯେଉଁ ମନୁଷ୍ୟମାନେ ଭଗବାନଙ୍କର ଅସ୍ତିତ୍ୱ ଉପରେ ସର୍ବଦା ପ୍ରଶ୍ନବାଚୀ
Read More...