ରାଧାମୋହନ ଦେବ ଉଚ୍ଚ ବିଦ୍ୟାପୀଠର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ରାଧାମୋହନ ଦେବ ଉଚ୍ଚ ବିଦ୍ୟାପୀଠ, ଗଙ୍ଗପୁରପାଟଣା, ଘୋରଡ଼ିଆର ବାର୍ଷିକ କ୍ରୀଡା ଓ ପୁରସ୍କାର ବିତରଣ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାପୀଠର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବିନୋଦ କୁମାର
Read More...

ଆଦିବାସୀ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ଶୀତକାଳୀନ ଶିବିର ଉଦଯାପିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ୨ଟି ୟୁନିଟର ଏକ ସପ୍ତାହ ବ୍ୟାପୀ ଆୟୋଜିତ ଶୀତକାଳୀନ ସେବା ଶିବିର ବଡଗାଁ ପୋଷ୍ୟଗ୍ରାମରେ ଉଦଯାପିତ ହୋଇଯାଇଛି । ଏଥିରେ ଭାରପ୍ରାପ୍ତ ଅଧ୍ୟକ୍ଷ ଡ. ବିଭୂତି ଭୂଷଣ
Read More...

ନୂତନ ବର୍ଷର ବନ୍ଧୁମିଳନ ସହ “କରେନ୍ଦ୍ର ମାଝୀ ସ୍ମୃତି କମିଟି” ଗଠନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ଆଦିବାସୀ ନେତା ତଥା ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ଦୁଇ ଦୁଇ ଥର ବିଧାୟକ କରେନ୍ଦ୍ର ମାଝୀଙ୍କ ଦେହାନ୍ତ ପରେ ତାଙ୍କ ସହଯୋଗୀମାନଙ୍କୁ ନେଇ ଇଂରାଜୀ ନୂତନ ବର୍ଷ ଅବସରରେ ଗୁମା ପଞ୍ଚାୟତ ଉଷାବାଲି ଠାରେ ଏକ ବନ୍ଧୁମିଳନ
Read More...

ମ୍ୟୁଜିକ୍ ସର୍କଲ ପରିଚାଳିତ ସ୍ପ୍ରିଂଭେଲି ସ୍କୁଲର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମ୍ୟୁଜିକ୍ ସର୍କଲ ପରିଚାଳିତ ସ୍ପ୍ରିଂଭେଲି ସ୍କୁଲର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉଭୟ ଇଂରାଜୀ ଏବଂ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ବର୍ଗରେ ପ୍ରତିଯୋଗିତା ଅନୁଷ୍ଠିତ
Read More...

ଦ୍ୱିଦିବସୀୟ ସ୍କୁଲ ସ୍ତରୀୟ ଚେସ୍ ଟୁର୍ଣ୍ଣାମେଣ୍ଟ ଆରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଗତି ଉତ୍କଳ ସଂଘ ପ୍ରାୟୋଜିତ ଦ୍ୱିଦିବସୀୟ ସ୍କୁଲ ସ୍ତରୀୟ ଚେସ ଟୁର୍ଣ୍ଣାମେଣ୍ଟ ସଂଘ ପରିସରରେ ଆରମ୍ଭ ହୋଇଯାଇଛି । ସଂଘର ସଭାପତି ପ୍ରତାପ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତା ସାଂସ୍କୃତିକ ସମ୍ପାଦକ ଅଶୋକ କୁମାର ପଟ୍ଟନାୟକଙ୍କ ସଂଯୋଜନାରେ ଆୟୋଜିତ ଏହି
Read More...

ହେଲୋ କିଡସ ପ୍ଲେ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଟିଟିଲାଗଡ଼ ସହରର ହେଲୋ କିଡସ ପ୍ଲେ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଶନିବାର ସକାଳେ ସ୍ଥାନୀୟ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ସ୍କୁଲ ପରିଚାଳକ ଫେଜ୍ ମହମ୍ମଦ ଖାଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ପାଇକମାଲ ସରକାରୀ ଆୟୁର୍ବେଦ ଚିକିତ୍ସାଳୟରେ ନିଦାନ କେନ୍ଦ୍ର ଉଦଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଆୟୁର୍ବେଦ ଚିକିତ୍ସାଳୟରେ ଆଜି ନୂତନ ନିଦାନ କେନ୍ଦ୍ରକୁ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି । ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚିକିତ୍ସକ ମାନେ ନିସ୍ୱାର୍ଥ
Read More...

ଫୋଲ୍ଡସ୍କୋପ୍‌ର ଉପଯୋଗିତା ଉପରେ ସ୍ୱତନ୍ତ୍ର ବକ୍ତୃତା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ସ୍ନାତକୋତ୍ତର ପ୍ରାଣୀ ବିଜ୍ଞାନ ଓ ଉଦ୍ଭିଦ ବିଜ୍ଞାନ ବିଭାଗ ଏବଂ ଆଇକ୍ୟୁଏସିର ମିଳିତ ଆନୁକୂଲ୍ୟରେ ‘ଜୀବବିଜ୍ଞାନ କ୍ଷେତ୍ରରେ ଫୋଲ୍ଡସ୍କୋପ୍‌ର ପ୍ରୟୋଗ’ ଶୀର୍ଷକ ଏକ ସମ୍ମାନଜନକ ବକ୍ତୃତା
Read More...

ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ୭୩ ତମ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭା, ଇସ୍ପାତ ନଗର କମିଟି ତରଫରୁ ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ତଥା ମହାସଭାର ସଭାପତି ଦିଲ୍ଲୀପ ରାୟଙ୍କ ୭୩ତମ ଜୟନ୍ତୀ ମହସଭାର ଖଡ୍ଗ ଭବନ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ମହାସଭାର ସାଧାରଣ ସମ୍ପାଦକ ଶଶଧର
Read More...

କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ’ ସମଗ୍ର ଶିକ୍ଷା’ର ନୂତନ ରୂପରେଖ ପାଇଁ ପରାମର୍ଶ ବୈଠକ

• ସମଗ୍ର ଶିକ୍ଷା ଯୋଜନାକୁ ‘ଫଳାଫଳ ଭିତ୍ତିକ’ ଏବଂ ପ୍ରତିଯୋଗିତାମୂଳକ ଢାଞ୍ଚାରେ ପରିଣତ କରାଯିବ- ଧର୍ମେନ୍ଦ୍ର ପ୍ରଧାନ• ୧୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବରିଷ୍ଠ ଅଧିକାରୀ, ଶିକ୍ଷାବିତ୍ ଏବଂ ବିଭିନ୍ନ ମନ୍ତ୍ରଣାଳୟର ପ୍ରତିନିଧିମାନେ ଯୋଗଦେଲେ• ୨୦୨୬-୨୭ ଶିକ୍ଷା ବର୍ଷ ପାଇଁ ଏକ
Read More...