ଜୟପାଟଣାରେ କୋଟ୍ପା କଟକଣା ଓ ଖାଦ୍ୟ ସୁରକ୍ଷା ଯାଞ୍ଚ : ୩୧ ଉଲ୍ଲଂଘନକାରୀଙ୍କ ଠାରୁ ଜରିମାନା ଆଦାୟ, ବାସି ଓ ରଙ୍ଗ ମିଶା…
ଜୟପାଟଣା, (ଶେଷଦେବ ବେହେରା) : କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଜୟପାଟଣା ଓ ଏହାର ଆଖପାଖ ଅଞ୍ଚଳରେ ତମ୍ବାଖୁ ନିୟନ୍ତ୍ରଣ ଏବଂ ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ଏକ ମିଳିତ ଚଢ଼ାଉ କରାଯାଇଛି । ପୁଲିସ, ଅବକାରୀ ଏବଂ ଖାଦ୍ୟ ସୁରକ୍ଷା ବିଭାଗକୁ ନେଇ ଗଠିତ ଏକ ସ୍ୱତନ୍ତ୍ର!-->…
Read More...
Read More...