କଟକ କମିଶନରେଟ୍ ପୋଲିସ ପକ୍ଷରୁ ବସ୍ତିକୁ ଚାଲ ଅଭିଯାନ

କଟକ : ଆଜି କମିଶନରେଟ ପୋଲିସ କଟକ ୟୁପିଡି ପକ୍ଷରୁ ପୋଲିସ କମିଶନର, ଅତିରିକ୍ତ ପୋଲିସ କମିଶନର ଓ କଟକ ଡିସିପିଙ୍କ ନିର୍ଦ୍ଦେଶ କ୍ରମେ କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡ଼ା ବାଲି ସାହିରୁ ଆରମ୍ଭ ହୋଇଛି ବସ୍ତିକୁ ଚାଲ ଅଭିଯାନ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମ ଆଧାରରେ ଅନୁଷ୍ଠିତ
Read More...

ଡିଏଭି ସ୍କୁଲରେ ବିଜ୍ଞାନ ଓ କଳା ପ୍ରଦର୍ଶନୀ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ସେକ୍ଟର ୧୬ ସ୍ଥିତ ଡ଼ିଏଭି ସ୍କୁଲ ରେ ଆୟୋଜିତ ଚିତ୍ରକଳା କ୍ରାପ୍ଟ, ସମାଜ ବିଜ୍ଞାନ, ବିଜ୍ଞାନ, ସାହିତ୍ୟ ଓ ଗଣିତ ପ୍ରଦର୍ଶନୀକୁ ବିଶିଷ୍ଟ ଚିତ୍ରାଶିଳ୍ପୀ ତଥା ସାନ୍ତାଳୀ ଭାଷା ସାହିତ୍ୟ ଗବେଷକ ରମେଶଚନ୍ଦ୍ର ପାତ୍ର ଦୀପ ପ୍ରଜ୍ୱଳନ କରି ଉଦଘାଟନ
Read More...

ଅବୈଧ ନକଲି ଲଟେରୀର ପର୍ଦ୍ଦାଫାସ : ରାଉରକେଲା ପୋଲିସ୍ ଦ୍ୱାରା ୪ ଅଭିଯୁକ୍ତ ଗିରଫ ସହ ୨୫,୩୭,୨୬୦ ଟଙ୍କା ଜବତ

ରାଉରକେଲା, (ସସ୍ମିତା ପ୍ରଧାନ) : ଅବୈଧ ଲଟେରୀ କାର୍ଯ୍ୟ ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ରାଉରକେଲା ପୋଲିସ ଆଜି ଡିସେମ୍ବର ୨୦ ତାରିଖରେ ରାଉରକେଲା ସହର ସୀମା ମଧ୍ୟରେ କାର୍ଯ୍ୟ କରୁଥିବା ଏକ ନକଲି ଲଟେରୀ ରାକେଟର ପର୍ଦ୍ଦାଫାଶ କରିବା ସହ ଏଥିରେ ସମ୍ପୃକ୍ତ ଥିବା ୪ ଜଣ
Read More...

୪୨ ତମ ଶିଶୁ ମହୋତ୍ସବ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ସଂଘ,(ଓଷ୍ଟା) ରାଉରକେଲା ସିଟି ଜୋନ ତରଫରୁ ୪୨ତମ ଶିଶୁ ମହୋତ୍ସବ ସେକ୍ଟର ୧ ସ୍ଥିତ ସ୍କାଉଟ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ସଭାପତି ତଥା ଜିଲ୍ଲା ସମ୍ପାଦକ ସନ୍ତୋଷ କୁମାର ନାୟକଙ୍କ ସଭାପତିତ୍ୱ ଓ
Read More...

ଜିଲ୍ଲା ମଣ୍ଡଳ ସ୍ତରୀୟ ବୈଠକ ଅନୁଷ୍ଠିତ

କର୍ମୀ ସଂଗଠନର ମୂଳଦୁଆ ଓ ମେରୁଦଣ୍ଡ - ଜିଲ୍ଲା ପ୍ରଭାରୀ ବଟ କିଶୋର ମିଶ୍ର ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସାଙ୍ଗଠନିକ ଜିଲ୍ଲାର ମଣ୍ଡଳ ସ୍ତରୀୟ ବୈଠକ ଆଜି ବିଜେପି ରାଉରକେଲା ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସଭାନେତ୍ରୀ ପୂର୍ଣ୍ଣିମା କେରକେଟାଙ୍କ ଅଧ୍ୟକ୍ଷତାରେ
Read More...

ଶିବାନନ୍ଦ ଆଶ୍ରମରେ କ୍ୟାନସର ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବ୍ୟ ଜୀବନ ସଂଘ ଇସ୍ପାତ ନଗରୀ ଶାଖା ଓ ଜ୍ଞାନପ୍ରଭା ମିଶନ ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ସେକ୍ଟର ୭ ସ୍ଥିତ ଶିବାନନ୍ଦ ଆଶ୍ରମ ଠାରେ କ୍ୟାନସର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ସନ୍ଥ ଯୋଗାଚାର୍ଯ୍ୟ ଦୁର୍ଗାଶ୍ୱରୀ
Read More...

ଆସାମର ଗୌହାଟୀରେ ଲୋକପ୍ରିୟ ଗୋପୀନାଥ ବାର୍ଦୋଲୋଇ ଅନ୍ତର୍ଜାତୀୟ ବିମାନବନ୍ଦରର ନୂତନ ଟର୍ମିନାଲ ବିଲ୍ଡିଂ ଉଦଘାଟନ…

ଆଧୁନିକ ବିମାନବନ୍ଦର ଏବଂ ଉନ୍ନତ ସଂଯୋଗ ଭିତ୍ତିଭୂମି ଯେକୌଣସି ରାଜ୍ୟ ପାଇଁ ନୂତନ ସମ୍ଭାବନା ଏବଂ ନୂତନ ସୁଯୋଗର ପ୍ରବେଶ ଦ୍ୱାର ଭାବରେ କାର୍ଯ୍ୟ କରେ : ପ୍ରଧାନମନ୍ତ୍ରୀଆଜି, ଆସାମ ଏବଂ ସମଗ୍ର ଉତ୍ତର-ପୂର୍ବ ଭାରତର ବିକାଶର ନୂତନ ପ୍ରବେଶ ଦ୍ୱାର ଭାବରେ ଉଭା ହେଉଛି :
Read More...

ଅଖିଳ ଭାରତୀୟ ସାହିତ୍ୟ ପରିଷଦର ସାହିତ୍ୟ ସଭା ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ମହିଳା ମହାବିଦ୍ୟାଳୟ, ବଲାଙ୍ଗିରର ସଭାଗୃହରେ ଏକ ସଭା ଶତାଧିକ ଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକାଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାଟି ଛାତ୍ରୀମାନଙ୍କୁ ସାହିତ୍ୟ ରଚନା କବିତା, ପ୍ରବନ୍ଧ, କବିତା, ଗଳ୍ପ ଆଦି ସାହିତ୍ୟ ସୃଷ୍ଟି
Read More...

ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ଦମୟନ୍ତୀ ଉଚ୍ଚ ବିଦ୍ୟାଳୟ ବହଲପଦର ଠାରେ ଓଷ୍ଟା ପକ୍ଷରୁ ଅନୁଷଠିତ ହୋଇଯାଇଛି । ଓଷ୍ଟା ବ୍ଲକ ସଭାପତି ରୁଦ୍ରମଣୀ କର୍ମିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ଦିବ୍ୟ ଭାରତୀ ପଧାନ ସରପଂଚ ବଇରାସର
Read More...

ଖଇରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୬ତମ ମାସିକ ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଖଇରା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୬ତମ ମାସିକ କ୍ଲଷ୍ଟର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଙ୍ଗୋମୁଣ୍ଡା ସିଆର୍‌ସିସି
Read More...