ନୃସିଂହନାଥରେ ପହଞ୍ଚିଲେ ତିନି ଠାକୁର : ବାହୁଡା ଯାତ୍ରା ସମ୍ପନ୍ନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ମାଉସୀମା ମନ୍ଦିରରୁ ନୃସିଂହନାଥ ଦୀର୍ଘ ୪ କି.ମି. ରଥରେ ତିନି ଠାକୁରଙ୍କୁ ଅପରାହ୍ନ ୩ଟାରେ ରଥରେ ବସାଇ ଟାଣି ଟାଣି ସନ୍ଧ୍ୟା ସାଢ଼େ ୮ଟାରେ ନୃସିଂହନାଥ ମନ୍ଦିରକୁ ଅଣାଯାଇଛି । ସିଆଳିଲତାରେ ରଥ ବନ୍ଧା ଯାଇ ଗୋଟିଏ ପାର୍ଶ୍ବ
Read More...

ଆଦର୍ଶ ଶିକ୍ଷାବିତ୍ ପ୍ରଫେସର ସ୍ୱର୍ଗତ ରବିନାରାୟଣ ମିଶ୍ର ଜଣେ ବହୁମୂଲ୍ୟ ପ୍ରତିଭାର ଅଧିକାରୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆଦର୍ଶ ଶିକ୍ଷାବିତ୍ ମତ୍ସ୍ୟବିଜ୍ଞାନୀ ପ୍ରଫେସର ସ୍ୱର୍ଗତ ରବିନାରାୟଣ ମିଶ୍ର ଜଣେ ବହୁମୂଲ୍ୟ ପ୍ରତିଭାର ଅଧିକାରୀ ଅଟନ୍ତି ବୋଲି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ ବର୍ଣ୍ଣନା କରିଛନ୍ତି । ସର୍ବୋପରି
Read More...

ବାହୁଡ଼ା ଯାତ୍ରାରେ ଭକ୍ତଙ୍କ ସେବାରେ ତିନି ସଂଗଠନ, ବଣ୍ଟାଗଲା ପ୍ରସାଦ ଓ ପାନୀୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଭକ୍ତିଭାବ ସହ ମାନବ ସେବାର ଏକ ଅନନ୍ୟ ଦୃଷ୍ଟାନ୍ତ ପ୍ରଦର୍ଶନ କରିଛନ୍ତି ସହଯୋଗ ଫାଉଣ୍ଡେସନ, ମାରୱାଡ଼ି ମହିଳା ସମିତି ଏବଂ ଲାୟନ୍ସ କ୍ଲବ ବଲାଙ୍ଗିର । ତିନୋଟି ସଂଗଠନର ମିଳିତ ପ୍ରୟାସରେ ବାହୁଡ଼ା ଯାତ୍ରାରେ ସାମିଲ
Read More...

ଭୋଟର ତାଲିକା ସମ୍ପର୍କିତ ଆପତ୍ତି, ଅଭିଯୋଗ, ଯାଞ୍ଚ ଓ ଶୁଣାଣି ପ୍ରକ୍ରିୟାକୁ ଅଧିକ କ୍ରିୟାଶୀଳ କରାଯାଇଛି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ୧୩ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)-୨୦୨୬ ଅଧୀନରେ ଚାଲିଥିବା ଭୋଟର ତାଲିକା ସମ୍ପର୍କିତ ଆପତ୍ତି, ଅଭିଯୋଗ, ଯାଞ୍ଚ ଓ ଶୁଣାଣି ପ୍ରକ୍ରିୟାକୁ ଅଧିକ କ୍ରିୟାଶୀଳ କରାଯାଇଛି । ଜିଲ୍ଲାରେ
Read More...

ଏସ୍‌ଆଇଆର୍‌ କାର୍ଯ୍ୟର ଅଗ୍ରଗତିକୁ ନେଇ ବରିଷ୍ଠ ଆଇ.ଏ.ଏସ୍‌. ଡି. ପ୍ରଶାନ୍ତ କୁମାର ରେଡ୍ଡୀଙ୍କ ପ୍ରଶଂସା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)-୨୦୨୬ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା ପାଇଁ ଜିଲ୍ଲା ଭୋଟର ତାଲିକା ପର୍ଯ୍ୟବେକ୍ଷକ ତଥା ଇଡ୍‌କୋର ପରିଚାଳନା ନିର୍ଦ୍ଦେଶକ ଡି. ପ୍ରଶାନ୍ତ କୁମାର ରେଡ୍ଡୀ (ଭା.ପ୍ର.ସେ.)ଙ୍କ
Read More...

ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁତଲା ବ୍ଲକର ଗଇଁତାସ୍ଲା ଗ୍ରାମର ପୂର୍ବତନ ସରପଞ୍ଚ ତଥା ବିଶିଷ୍ଟ ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କର ପରଲୋକ ଘଟିଛି । ଗତ ୨୩ ତାରିଖ ସକାଳେ ସେ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ
Read More...

ଜନ୍ମବେଦୀରେ ସରିଲା ଶ୍ରୀଜିଉଙ୍କ ଲୀଳାଖେଳ : “ଜୟ ଜଗନ୍ନାଥ” ଧ୍ୱନିରେ ପ୍ରକମ୍ପିତ ସାରା ଅଞ୍ଚଳ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବିପୁଳ ଉତ୍ସାହ ଓ ଉଦ୍ଦୀପନା ସହ ସାମାନ୍ୟ ଶୁଖିଲା ଖରା ପାଗ ମଧ୍ୟରେ ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ବାହୁଡ଼ାଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଥମେ ମନ୍ଦିରର ଦ୍ୱାର ଫିଟା ପରେ ରୀତିନୀତି ଅନୁସାରେ ପୂଜାର୍ଚ୍ଛନା କରାଯିବା ପରେ
Read More...

ରାମ ମନ୍ଦିର ପରିସରରେ ଏକ ଭଜନ ସନ୍ଧ୍ୟା ଆସର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ରାମ ମନ୍ଦିର ପରିସରରେ ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଶ୍ରୀମତୀ ରଶ୍ମି ପାତ୍ରଙ୍କ ସଭାପତିତ୍ଵ ଓ ସମ୍ପାଦକ ଦିଲୀପ କୁମାର ପୁରୋହିତଙ୍କ ନେତୃତରେ ରଥଯାତ୍ରା ଉପଲକ୍ଷ୍ୟେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଏକ ଭଜନ
Read More...

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ

ବରଗଡ଼ ପାଇଁ ସୈନିକ କଲ୍ୟାଣ ବୋର୍ଡ, ସିଏସଡି କାଉଣ୍ଟର ଓ ସୈନିକ ସ୍କୁଲ ଦାବି ଉଠାଇଲେ ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟି ବରଗଡ଼ ଜିଲ୍ଲା ଏବଂ ପଶ୍ଚିମ ଓଡ଼ିଶାର ପୂର୍ବତନ ସୈନିକ, ସେମାନଙ୍କ
Read More...

ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଦୁଇଟି ସ୍ୱର୍ଗ ରଥର ଶୁଭ ଉଦ୍‌ଘାଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଦୁଇଟି ସ୍ୱର୍ଗ ରଥର ଶୁଭ ଉଦ୍‌ଘାଟନ କରାଯାଇଛି । ପୌର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଏହି ସ୍ୱର୍ଗ ରଥର ଉଦ୍‌ଘାଟନ କରିଥିଲେ । ପରେ ଏହି ଦୁଇଟି ସ୍ୱର୍ଗ ରଥକୁ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଏବଂ ବଲାଙ୍ଗିର ସ୍ୱେଚ୍ଛାସେବୀ
Read More...