ଚାଷ ଜମିକୁ ନେଇ ଭାଇ ଭାଇ ମଧ୍ୟରେ ବିବାଦ : ଭାଉଜ ଗୁରୁତର, ଦିଅର ପରିବାର ବିରୋଧରେ ଅଭିଯୋଗ
ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହ ପୁର ବ୍ଲକ ଧାମୁଣି ପଙ୍ଗା ପଞ୍ଚାୟତ ଅନ୍ତର୍ଗତ କତାଗୁଡ଼ା ଗ୍ରାମରେ ଚାଷ ଜମିକୁ କେନ୍ଦ୍ର କରି ଏକ ପରିବାର ମଧ୍ୟରେ ହିଂସାତ୍ମକ ଘଟଣା ଘଟିଛି । ଏହି ଘଟଣାରେ ଜଣେ ମହିଳା ଗୁରୁତର ଆହତ ହୋଇଥିବାବେଳେ ଦିଅର ଓ ତାଙ୍କ!-->…
Read More...
Read More...