ବୁଗୁଡ଼ା ପୋଲିସର ବଡ ସଫଳତା : ବେଆଇନ ଦେଶୀ ବନ୍ଧୁକ କାରଖାନା ଠାବ

ଗଞ୍ଜାମ, (କେପିଏନ୍‌ଏସ୍‌) : ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ଗୁପ୍ତ ସୂଚନା ଆଧାରରେ ପୋଲିସ ଚଢ଼ାଉ କରି ଏକ ବେଆଇନ ଦେଶୀ ବନ୍ଧୁକ ତିଆରି କାରଖାନା ଠାବ କରିଛି । ଚଢ଼ାଉ ସମୟରେ ବିପୁଳ ପରିମାଣର ଅସ୍ତ୍ର ତିଆରି ସାମଗ୍ରୀ, ଦୁଇଟି ଦେଶୀ ବନ୍ଧୁକ,
Read More...

ଜିଲ୍ଲାରେ ରାସାୟନିକ ବିପଦକୁ ନେଇ ପ୍ରଶାସନର ବଡ଼ ପ୍ରସ୍ତୁତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାରେ ସମ୍ଭାବ୍ୟ ରାସାୟନିକ ଦୁର୍ଘଟଣାର ସଫଳ ପରିଚାଳନା, ଜରୁରୀକାଳୀନ ଯୋଜନା, ପୂର୍ବ ପ୍ରସ୍ତୁତି ତଥା ପରବର୍ତ୍ତୀ ପ୍ରତିକ୍ରିୟାର ସମୀକ୍ଷା କରିବା ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ଜିଲ୍ଲା ଆପାତକାଳୀନ ଗୋଷ୍ଠୀ ବୈଠକ ଅତିରିକ୍ତ ଜିଲ୍ଲାପାଳଙ୍କ ବୈଠକ
Read More...

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପରେ ବାଲିଗୁଡା ଓ ସିପାଞ୍ଜିରୀ ଦଳ ବିଜୟୀ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି । ଏହି ଚମ୍ପିୟାନସିପ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ଫାଇନାଲ ଖେଳ ଅନୁଷ୍ଠିତ ହେବ । ଏଥିରେ ବାଲିଗୁଡା
Read More...

ବିଶ୍ୱ ସ୍ତନ୍ୟପାନ ସପ୍ତାହ -୨୦୨୬ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମହିଳା ଓ ଶିଶୁ ବିକାଶ କାର୍ଯ୍ୟଳୟ, ଗଞ୍ଜାମ ପକ୍ଷରୁ ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ଅବସରରେ ଗୁରୁବାର ଛତ୍ରପୁର ବ୍ଲକ ଅଫିସ୍ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ଏକ ସଚେତନତାମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ଆସାମରେ ଏନ୍ଏଚ୍-୧୫ର ୧୩୫.୮୭ କିମି ଅଂଶକୁ ୪-ଲେନ୍ରେ ପରିଣତ କରିବାକୁ ₹୮,୯୭୦.୨୦ କୋଟିର ପ୍ରକଳ୍ପ ଅନୁମୋଦିତ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆସାମର ୧୫ ନମ୍ବର ଜାତୀୟ ରାଜପଥରେ ୧୩୫.୮୭୧ କିଲୋମିଟର ଦୀର୍ଘ, ୪-ଲେନ୍ ବିଶିଷ୍ଟ ପ୍ରବେଶ-ନିୟନ୍ତ୍ରିତ ଗୁଆହାଟୀ-ତେଜପୁର କରିଡରର
Read More...

୨୩,୭୩୧ କୋଟି ଟଙ୍କା ବ୍ୟୟବରାଦ ସହ କମ୍ପ୍ରେସ୍ଡ ବାୟୋଗ୍ୟାସ୍ ପାଇଁ ଜାତୀୟ ସମନ୍ୱିତ ଯୋଜନା-ଗୋବର୍ଦ୍ଧନକୁ କ୍ୟାବିନେଟ୍…

• ଦେଶର ଜୈବିକ ସମ୍ପଦକୁ ସ୍ୱଚ୍ଛ ଶକ୍ତି, ଗ୍ରାମୀଣ ସମୃଦ୍ଧି ଏବଂ ଆର୍ଥିକ ବିକାଶରେ ପରିବର୍ତ୍ତିତ କରିବା ପାଇଁ ଏକ ଐତିହାସିକ ଜାତୀୟ ଯୋଜନା• ନିଶ୍ଚିତ କ୍ରୟ, ସ୍ଥିର ମୂଲ୍ୟ ନିର୍ଦ୍ଧାରଣ, ପୁଞ୍ଜି ସହାୟତା, ପାଇପଲାଇନ ସଂଯୋଗୀକରଣ ଏବଂ ଆର୍ଥିକ ସୁବିଧା ମାଧ୍ୟମରେ କମ୍ପ୍ରେସ୍ଡ ବାୟୋଗ୍ୟାସ
Read More...

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ସୁଶାନ୍ତ ସିଂଙ୍କୁ ସର୍ବଦଳୀୟ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳୀ ଅର୍ପଣ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ସୋହେଲା ହଲଦୀପାଲି ଠାରେ ପୂର୍ବତନ ମନ୍ତ୍ରୀ ତଥା ଜନନେତା ସ୍ୱର୍ଗତ ସୁଶାନ୍ତ ସିଂ ଙ୍କୁ ରାଜ୍ୟ ସ୍ତରୀୟ ସର୍ବଦଳୀୟ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି । ଏହି କାର୍ଯ୍ୟକ୍ରମ ରେ ସର୍ବଦଳୀୟ ସ୍ଥାନୀୟ ଓ ରାଜ୍ୟ ସ୍ତରୀୟ ନେତୃ ମଣ୍ଡଳୀ
Read More...

ବିଜେପିର ମଣ୍ଡଳ ସ୍ତରୀୟ ମାସିକ ବୈଠକ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ରିନବଚନ ଗ୍ରାମ ପଞ୍ଚାୟତ ଉଚ୍ଚ ବାହାଲ ଗ୍ରାମ କଲ୍ୟାଣ ମଣ୍ଡପରେ ବିଜେପିର ମଣ୍ଡଳ ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପାଣ୍ଡବ ପୁଟେଲଙ୍କ ସଭାପତିତ୍ଵରେ ଅନୁଷ୍ଠିତ ସଭାରେ ଜିଲ୍ଲା ମିଡ଼ିଆ ସେଲ ସଭାପତି ରାଜୀବ
Read More...

ଦିବଙ୍ଗତ ଜନନେତା ସ୍ୱର୍ଗତ ସୁଶାନ୍ତ ସିଂହଙ୍କ ସ୍ମୃତିରେ ୪୧୭ ୟୁନିଟ୍ ରକ୍ତ ସଂଗ୍ରହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ସୋହେଲା ବ୍ଲକ ଅନ୍ତର୍ଗତ ହଲଦୀପାଲି ଠାରେ ଦିବଙ୍ଗତ ଜନନେତା ସ୍ୱର୍ଗତ ସୁଶାନ୍ତ ସିଂହଙ୍କ ପବିତ୍ର ସ୍ମୃତିରେ ଆୟୋଜିତ ବିଶାଳ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରରେ ମୋଟ ୪୧୭ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା । ଶିବିରରେ
Read More...

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା ଓ ବେକାରୀ ବିରୁଦ୍ଧରେ ସିପିଆଇ ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ରାଉରକେଲାରୁ ଆରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଜାତୀୟ ପରିଷଦ ଆହ୍ୱାନ କ୍ରମେ ରାଉରକେଲା ଜୋନ୍ କମିଟି ପକ୍ଷରୁ ଏକଛତ୍ରବାଦୀ ବିଜେପି ଶାସନରେ ଶୋଷଣ, କଷଣ, ଜାତି- ଧର୍ମ ନାମରେ ଜନଗଣଙ୍କୁ ବିଭାଜନ, ଘୃଣା, ହିଂସା, ଅତ୍ୟାଚାର, ନାରୀ ନିର୍ଯ୍ୟାତନା, ଭିଡ ହତ୍ୟା,
Read More...