ଶୁଖା ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା
ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଶୁଖା ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିକ୍ଷାସଭା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁରେଶ କୁମାର ନାୟକଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଫକୀର ମୋହନ ସାଙ୍କ ସଭାପତିତ୍ୱରେ!-->…
Read More...
Read More...