ପି.ଏମ.ଶ୍ରୀ ଅନସ୍ଲୋ ସରକାରୀ ହାଇସ୍କୁଲର ବାର୍ଷିକ କ୍ରୀଡା ସମାରୋହ ଉଦଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରସ୍ଥ ଅନସ୍ଲୋ ମିନି- ଷ୍ଟାଡିୟମରେ ଶୁକ୍ରବାର ସକାଳେ ଅନସ୍ଲୋ ସରକାରୀ ହାଇସ୍କୁଲ୍ ପକ୍ଷରୁ ଆୟୋଜିତ ବାର୍ଷିକ କ୍ରୀଡା ଉଦ୍‌ଘାଟିତ ହୋଇଛି । ଛତ୍ରପୁରରେ ଦୌଡରାଣୀ ଦୂତୀ ଚାନ୍ଦଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ
Read More...

ଦଣ୍ଡନାଟରେ ଅପସଂସ୍କୃତି ପ୍ରଥା ପରିବେଷଣ ହେବ ନାହିଁ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଦଣ୍ଡନାଟରେ ଅପସଂସ୍କୃତି ପ୍ରଥା ପରିବେଷଣ ହେବ ନାହିଁ ବୋଲି ଗଞ୍ଜାମ ଜିଲ୍ଲା ଦଣ୍ଡନାଟ ସଂସ୍କୃତି ମହାସଂଘ ନିଷ୍ପତ୍ତି ଚୁଡାନ୍ତ କରିଛନ୍ତି । ଏ ସମ୍ପର୍କରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଏକ ଚିଠାଙ୍କଏସ୍‌ଓପି ଜାରି ହୋଇଛି । ପ୍ରଶାସନ ଦ୍ୱାରା
Read More...

ସୁରୁଚି ବଜାରର ୩୩ ବର୍ଷ ଉପଲକ୍ଷେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ଓଡିଶାର ଅନ୍ୟତମ ମାର୍କେଟ ସୁରୁଚି ବଜାରର ୩୩ବର୍ଷ ପୂର୍ତ୍ତି ପାଳନ ଅବସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ସେକ୍ଟର ୫ ସ୍ଥିତ ସୁରୁଚି ବଜାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ନମ୍ରତା ସେନାପତି ଓ ପଙ୍କଜ ତିୱାରୀଙ୍କ ସଂଯୋଜନାରେ ଆୟୋଜିତ ଏହି
Read More...

ତ୍ରିଦିବସୀୟ ଆଧ୍ୟାତ୍ମିକ ସାଧନା ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବ୍ୟ ଜୀବନ ସଂଘ ଇସ୍ପାତ ନଗରୀ ଶାଖାର ରୌପ୍ୟ ଜୟନ୍ତୀ ଉପଲକ୍ଷେ ତ୍ରିଦିବସୀୟ ଆଧ୍ୟାତ୍ମିକ ସାଧନା ଶିବିର ସେକ୍ଟର ୭ ସ୍ଥିତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଉଦଘାଟକ ଭାବେ ଋଷିକେଶ ମୁଖ୍ୟ କାର୍ଯ୍ୟାଳୟର ଉପାଧ୍ୟକ୍ଷ ଶ୍ରୀ ସ୍ୱାମୀ
Read More...

ଆର୍‌ଏମ୍‌ସି କମିଶନରଙ୍କ ଅଧ୍ୟକ୍ଷତାରେ ସମନ୍ଵୟ ବୈଠକ ଅନୁଷ୍ଠିତ

ଆଗାମୀ ମାର୍ଚ୍ଚ ସୁଦ୍ଧା ଗର୍ତ୍ତ-ମୁକ୍ତ ହେବ ସହରର ରାସ୍ତାରାସ୍ତା ଖୋଳିବା ପୂର୍ବରୁ ଆର୍‌ଏମ୍‌ସି ଠାରୁ ନେବାକୁ ପଡ଼ିବ ଅନୁମତି ରାଉରକେଲା, (ସସ୍ମିତା ପ୍ରଧାନ) : ସମସ୍ତ ବିଭାଗର ସହଯୋଗରେ ରାଉରକେଲାର ବିକାଶ ଯେପରି ଶୀର୍ଷରେ ପହଞ୍ଚିବ ଏବଂ ଜନସାଧାରଣଙ୍କୁ ଉତ୍ତମ ମାନର ସହରୀ ସେବା
Read More...

ବାନ୍ଦୁପଲା ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଆସ ସ୍କୁଲ ଯିବା ସମ୍ପର୍କିତ ଶିକ୍ଷା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଲକି ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ବାନ୍ଦୁପଲା ଆନୁକୂଲ୍ୟରେ ଆସ ସ୍କୁଲ ଯିବା ସମ୍ପର୍କିତ ଶିକ୍ଷା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବାନ୍ଦୁପଲା ଆଞ୍ଚଳିକ ସାଧନ
Read More...

ସିରୋଲ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଆସ ସ୍କୁଲ ଯିବା ସମ୍ପର୍କିତ ଶିକ୍ଷା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ୍ ସିରୋଲ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧୀର କୁମାର ନାଗଙ୍କ ସଭାପତିତ୍ୱରେ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସିରୋଲ୍ ପ୍ରାଙ୍ଗଣରେ ଶୁକ୍ରବାର ଦିନ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଶିକ୍ଷାସଭା, ଆସ ସ୍କୁଲ ଯିବା ଏକ
Read More...

ମୁରିବାହାଲ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରୀୟ ଆସ ସ୍କୁଲ ଯିବା ସମ୍ପର୍କିତ ଶିକ୍ଷା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର କ୍ଲଷ୍ଟରରେ ଆସ ସ୍କୁଲ ଯିବା ସମ୍ପର୍କିତ ଶିକ୍ଷା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୬ରୁ ୧୭ ବର୍ଷର ପିଲା ଯେଉଁମାନେ ଅଧାରୁ ପାଠ ଛାଡିଛନ୍ତି କିମ୍ବା କେବେ ମଧ୍ୟ ସ୍କୁଲ ଯାଇନାହାନ୍ତି ସେହି
Read More...

ମହୁଲପଡା ହାଇସ୍କୁଲରେ କ୍ଲଷ୍ଟର ସ୍ତରୀୟ ଶିଶୁ ସୁରଭି ଉତ୍ସବ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ବୋଡେନ ବ୍ଲକ ଅନ୍ତର୍ଗତ ମହୁଲପଡା ହାଇସ୍କୁଲରେ ସିଆର୍‌ସିସି ମଧୁସୂଦନ ମାଝୀଙ୍କ ସଭାପତିତ୍ୱରେ ବାବେବୀର କ୍ଲଷ୍ଟର ସ୍ତରୀୟ ଶିଶୁ ସୁରଭି ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ବାବେବୀର ସରପଞ୍ଚ ଯୁଗେଶ୍ୱର
Read More...

ରେୟାର ଗୁଡଭେଲା ଆନୁକୂଲ୍ୟରେ ଅନ୍ତର୍ନିବେଶୀ ଶିକ୍ଷା ଓ ଶ୍ରେଣୀ ପରିଚାଳନା ତାଲିମ ଶିବିର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ରିସର୍ଚ୍ଚ ଏକାଡେମୀ ଫର୍ ରୁରାଲ୍ ଏନ୍‌ରିଚ୍‌ମେଣ୍ଟ (ରେୟାର) ଗୁଡଭେଲା ଶାଖା ଆନୁକୂଲ୍ୟରେ ଧାନଘରା କମ୍ୟୁନିଟି ସେଣ୍ଟର ଠାରେ ଏକ ଦିବସୀୟ ଅନ୍ତର୍ନିବେଶୀ ଶିକ୍ଷା ଓ ଶ୍ରେଣୀ ପରିଚାଳନା ସମ୍ପର୍କିତ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ତୁଷୁରା ଉଚ୍ଚ
Read More...