ଶ୍ରାବଣର ପ୍ରଥମ ସୋମବାରରେ ଶିବାଳୟରେ ପ୍ରବଳ ଭିଡ଼

ଦେଓଗାଁ, (ମନୀଷ କୁମାର ସାହୁ) : ଶ୍ରାବଣ ମାସର ପ୍ରଥମ ସୋମବାର ଦିନ ଦେଓଗାଁ ବ୍ଲକରେ ଥିବା ସିକୁଆଁ ଶିବ ମନ୍ଦିରରେ କାଉଡ଼ିଆ ଓ ଭକ୍ତମାନଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା । ବୋଲ୍‌ବମ୍ ଧ୍ୱନିରେ ସିଦ୍ଧେଶ୍ୱର ପୀଠ କମ୍ପିଥିଲା । ମନ୍ଦିର ନିକଟରେ ଥିବା ସୋନଗଡ଼ ନଦୀରେ ସ୍ନାନ କରି ଜଳ
Read More...

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦଘାଟନ କଲେ ରାଷ୍ଟ୍ରପତି

ଆମ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଏପରି ପରିବେଶ ସୃଷ୍ଟି କରିବାକୁ ପଡିବ ଯେଉଁଠାରେ ଯୁବବର୍ଗ ସେମାନଙ୍କ ପ୍ରତିଭାର ସମ୍ପୂର୍ଣ୍ଣ ବିକାଶ କରିପାରିବେ ଏବଂ ସେମାନଙ୍କର ସ୍ୱପ୍ନ ଓ ଆକାଂକ୍ଷାକୁ ସାକାର କରିପାରିବେ : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ କଟକ, (ପିଆଇବି) : ରାଷ୍ଟ୍ରପତି
Read More...

ଏସ୍‌ଆଇଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସ୍‌ଆଇଆର୍ ଉପରେ ଆଜି ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ)ଙ୍କ ସମ୍ମିଳନୀ କକ୍ଷ ଠାରେ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଆଭାସୀ ମାଧ୍ୟମରେ
Read More...

ଡିଏଭି ପବ୍ଲିକ୍ ସ୍କୁଲରେ ନୂତନ ଅଧ୍ୟକ୍ଷଙ୍କ ଯୋଗଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ବାସନ୍ତୀ କଲୋନୀସ୍ଥିତ ଡି.ଏ.ଭି. ପବ୍ଲିକ୍ ସ୍କୁଲ (ଡ. ଏ.ଏନ୍.କେ. ଡିଏଭି ପବ୍ଲିକ୍ ସ୍କୁଲ)ର ନୂତନ ଅଧ୍ୟକ୍ଷ ଭାବେ ଡ. ସମୀର କୁମାର କାନୁନଗୋ ଦାୟିତ୍ୱ ଗ୍ରହଣ କରିଛନ୍ତି । ଡ. କାନୁନଗୋ ଏହା ପୂର୍ବରୁ ଅନୁଗୁଳ ଜିଲ୍ଲାର ତାଳଚେରସ୍ଥିତ
Read More...

ସୁନ୍ଦରଗଡ ଲେଖକ ସାମ୍ମୁଖ୍ୟର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲା ଲେଖକ ସାମ୍ମୁଖ୍ୟ ଓ ମଧୁସୂଦନ ପାଠାଗାର ମିଳିତ ଆନୁକୂଲ୍ୟରେ ଛେଣ୍ଡସ୍ଥିତ ପାଠାଗାର ପରିସରରେ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ଲେଖକ ସାମ୍ମୁଖ୍ୟର ମୁଖ୍ୟ ଉପଦେଷ୍ଟା ଇଂ. ଅଭୟ କୁମାର ଦାସଙ୍କ ସଭାପତିତ୍ୱ ଓ କବି ସୁଶାନ୍ତ
Read More...

ବୃକ୍ଷରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ସଂସ୍କୃତି ସଂଗଠନ ପ୍ରଗତି ଉତ୍କଳ ସଂଘ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନ 'କ୍ଲିନ୍ ଏଣ୍ଡ ଗ୍ରୀନ୍'ର ମିଳିତ ସହଯୋଗରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ପ୍ରଗତି ଉତ୍କଳ ସଂଘ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ପାଠାଗାର
Read More...

ଆମ ପୁଲିସର ସଚେତନତା ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୯ ଥାନା ପକ୍ଷରୁ ଏକ ସଚେତନତା ବୈଠକ ଇସ୍ପାତ ମାର୍କେଟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଥାନା ପ୍ରଭାରୀ ବୈଦ୍ୟନାଥ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ପୁଲିସ, ଜନସାଧାରଣ ଓ ଦୋକାନୀ ଭାଇଙ୍କ ମଧ୍ୟରେ ସମନ୍ୱୟ, ସ୍ଥାନୀୟ ଅଞ୍ଚଳରେ
Read More...

ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମୁଣ୍ଢେଲା ପ୍ରାଥମିକ ବିଦ୍ୟାଳୟରେ ଅବସରପ୍ରାପ୍ତ ଶିକ୍ଷକ ଡୋଲାମଣି ମାହାରଙ୍କ ସଭାପତିତ୍ୱରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଶିକ୍ଷକ ନିମାଇଁ ଚରଣ ସ୍ୱାଇଁଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
Read More...

ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ବଲାଙ୍ଗିର ସଦରମହକୁମା ସ୍ଥିତ ପଞ୍ଚାୟତ ସାଧନ କେନ୍ଦ୍ରର ବୈଠକ ଗୃହରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଯୋଗଦେଇ
Read More...

ବଲାଙ୍ଗିରରେ SIR-୨୦୨୬ କାର୍ଯ୍ୟକ୍ରମର ଅଗ୍ରଗତି ନେଇ ସମୀକ୍ଷା ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଭୋଟର ତାଲିକା ପର୍ଯ୍ୟବେକ୍ଷକ ତଥା ପର୍ଯ୍ୟଟନ ବିଭାଗର କମିଶନର ତଥା ସଚିବ ବଳବନ୍ତ ସିଂ ଆଜି ବଲାଙ୍ଗିର ଗସ୍ତରେ ଆସି ସ୍ଵତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)-୨୦୨୬ ଅନ୍ତର୍ଗତ ଖସଡ଼ା ଭୋଟର ତାଲିକା ପ୍ରକାଶ ପରବର୍ତ୍ତୀ କାର୍ଯ୍ୟକ୍ରମର
Read More...