ସାଂସଦ ଖେଳ ମହୋତ୍ସବର ମଶାଲ ରାଉରକେଲାରେ ପହଞ୍ଚିବା ମାତ୍ରେ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ

ରାଉରକେଲା, (ସସ୍ମିିିତା ପ୍ରଧାନ) : ସୁନ୍ଦରଗଡ ଲୋକସଭା କ୍ଷେତ୍ରର "ସାଂସଦ ଖେଳ ମହୋତ୍ସବର" ମଶାଲ ଶୋଭାଯାତ୍ରା, ବଣାଇର କୋଇଡା ଠାରୁ ଆରମ୍ଭ ହୋଇ ବିଭିନ୍ନ ସ୍ଥାନ ପରିକ୍ରମା କରି ଆଜି ରାଉରକେଲାର ପାନପୋଷ ସ୍ଥିତ ହକି ଛକ ଠାରେ ରାଉରକେଲା ବିଧାନସଭା କ୍ଷେତ୍ରକୁ ହସ୍ତାନ୍ତର କରାଯାଇଥିଲା ।
Read More...

ବିଏସ୍‌ଏଫ୍ ପକ୍ଷରୁ କମ୍ବିଂ ଅପରେସନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୩୬ ବିଏସ୍‌ଏଫ୍ ଜବାନମାନେ କମ୍ବିଂ ଅପରେସନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ ପଣ୍ଡ କରିପାରିଛନ୍ତି । ସୂଚନା ଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ସଲାଗୁଡା ପଞ୍ଚାୟତ ସିକିଗୁଡ଼ା
Read More...

କାନ୍ତକବି ଲକ୍ଷ୍ମୀକାନ୍ତଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାଷା ସାହିତ୍ୟ ପ୍ରତି ପ୍ରତିବଦ୍ଧତା ରଖିଥିବା ସାହିତ୍ୟ ଅନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୧ ସ୍ଥିତ ଡିଭାଇନ ଲାଇଫ ଏକାଡେମୀର ମିଳିତ ଆନୁକୂଲ୍ୟରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ଓ ତାଙ୍କ ଜୀବନାଦର୍ଶ ସମ୍ପର୍କରେ ଏକ
Read More...

ଚିନ୍ମୟ ଇଂରାଜୀ ବିଦ୍ୟାଳୟର ୩୪ତମ ବାର୍ଷିକ ଉତ୍ସବ “ଚିନ୍ମୟ ସ୍ପନ୍ଦନମ୍” ସମ୍ପନ୍ନ

ବିବେକ ବିହୀନ ବିଜ୍ଞାନ ମାରାତ୍ମକ : ଡ. କୁମର ବରଭାରତୀୟ ଶିକ୍ଷାଦାନ ବ୍ୟବସ୍ଥା ମୂଲ୍ୟବୋଧଭିତ୍ତିକ : ପ୍ର. ରଥ ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଚିନ୍ମୟ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ୩୪ତମ ଦ୍ୱିଦିବସୀୟ ବାର୍ଷିକ ଉତ୍ସବ "ଚିନ୍ମୟ ସ୍ପନ୍ଦନମ୍" ମହାସମାରୋହରେ ସମ୍ପନ୍ନ
Read More...

ପବିତ୍ର ବେଦବ୍ୟାସ ପୀଠକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ ନେଇ ସଚେତନତା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ପବିତ୍ର ବେଦବ୍ୟାସ ପୀଠକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ ନେଇ ପୂର୍ବରୁ ଘୋଷଣା କରାଯାଇଥିଲା । ଏଥି ନେଇ ଆଜି ପୁଣି ଏକ ସଚେତନତା କାର୍ଯ୍ୟକ୍ରମ ଏସପିସିବିର ରାଉରକେଲା ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ୟୁଥ ମୁଭମେଣ୍ଟ
Read More...

୨୦୨୩-୨୪ ପାଇଁ ଶିଳ୍ପ ଗୁରୁ ଏବଂ ଜାତୀୟ ହସ୍ତଶିଳ୍ପ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

୪୮ ଜଣ ଶିଳ୍ପକାର ଏବଂ ଡିଜାଇନର ସମ୍ମାନିତ; ବିଜେତାଙ୍କ ମଧ୍ୟରେ ୨୦ ଜଣ ମହିଳା କାରିଗର ନୂଆଦିଲ୍ଲୀ, (ପିଆଇବି): ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ୨୦୨୩ ଏବଂ ୨୦୨୪ ପାଇଁ ଶିଳ୍ପ ଗୁରୁ ପୁରସ୍କାର ଏବଂ ଜାତୀୟ
Read More...

ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ କ୍ରୀଡ଼ା ଓ ସାଂସ୍କୃତିକ କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଳକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ସମ୍ବଳ ଶିକ୍ଷକ ମନୋଜ କୁମାର ସାହୁଙ୍କ
Read More...

ବରିଷ୍ଠ ନାଗରିକଙ୍କୁ ପରିଚୟ ପତ୍ର ବଣ୍ଟନ ଓ ସାଇବର୍ କ୍ରାଇମ୍ ସଚେତନତା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବୀରମହାରାଜପୁର ବ୍ଲକ ଖଣ୍ଡହତାର ସାପ୍ତାହିକ ବଜାର ପ୍ରାଙ୍ଗଣରେ ବରିଷ୍ଠ ନାଗରିକ ମାନଙ୍କର ପରିଚୟ ପତ୍ର ବଣ୍ଟନ ତଥା ସାଇବର୍ କ୍ରାଇମ୍ ଉପରେ ଏକ ସଚେତନତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉପସଭାପତି କେଶବ ପଧାନଙ୍କ ସଭାପତିତ୍ଵରେ ଅନୁଷ୍ଠିତ ବୈଠକରେ
Read More...

ସିସିଟିଭି ସର୍ଭେଲାନ୍ସରେ ହେବ ଗୃହରକ୍ଷୀ ଶାରୀରିକ ପରୀକ୍ଷା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆସନ୍ତା ୧୬ ତାରିଖରୁ ସୁବର୍ଣ୍ଣପୁର ରାମେଶ୍ୱର ଷ୍ଟାଡିୟମ୍ ଠାରେ ଆରମ୍ଭ ହେବ ଗୃହରକ୍ଷୀ ଶାରୀରିକ ପରୀକ୍ଷା । ଏଥି ପାଇଁ ଜିଲ୍ଲା ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ଏଥିପାଇଁ ସର୍ବ ମୋଟ ୪୭୯୮ ଜଣ ଆବେଦନକାରୀଙ୍କ ମଧ୍ୟରୁ ୩୨୪୮ ଜଣ
Read More...

ସୁବର୍ଣ୍ଣପୁର ଜିଲ୍ଲାରେ ଖୋଲିଲା ଧାନମଣ୍ଡି

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ପୂର୍ବ ଧାର୍ଯ୍ୟ ଅନୁଯାୟୀ ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ଖୋଲିଛି ମଣ୍ଡି । ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ସିଲାଟି ଗ୍ରାମ ପଞ୍ଚାୟତର ସିଲାଟି ପ୍ରାଥମିକ ସେବା ସମବାୟ ସମିତି ଠାରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ଦ୍ୱାରା ଜିଲ୍ଲା ସ୍ତରୀୟ
Read More...