ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବପୀଠ ଚଳଚଞ୍ଚଳ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଶ୍ରାବଣ ମାସର ପ୍ରଥମ ସୋମବାରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । ବିଶେଷ କରି କାଉଡ଼ିଆମାନେ ଗେରୁଆ ବସ୍ତ୍ର ପରିଧ୍ୟାନ ପୂର୍ବକ ଶିବଭକ୍ତମାନେ ନିଜ
Read More...

ଲୋକଙ୍କ ଦାବୀ ପୂରଣ ସହିତ ପୂର୍ଣ୍ଣାଙ୍ଗ ହେଲା ମହୁଲପାଟଣା ଘାଟି ରାସ୍ତା

ଜୟପାଟଣା, (ଶେଷଦେବ ବେହେରା) : ଅନେକ ବର୍ଷ ଧରି ଦୟନୀୟ ଅବସ୍ଥାରେ ପଡ଼ି ରହି ଲୋକଙ୍କ ପାଇଁ ସଂଯୋଗ ବ୍ୟବସ୍ଥାରେ ଅଭିଶାପ ପାଲଟିଥିବା ଇନ୍ଦ୍ରାବତୀ ପ୍ରକଳ୍ପର ଜୀବନ ରେଖା ପାଲଟିଥିବା ମହୁଲପାଟଣା ଘାଟି ରାସ୍ତାର ଏବେ ନବେ ପ୍ରତିଶତ ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହୋଇସାରିଛି । ପ୍ରକଳ୍ପ
Read More...

ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ଜୟପାଟଣା, (ଶେଷଦେବ ବେହେରା) : ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଜୟପାଟଣା ପରିସରରେ ଅଗଷ୍ଟ ୩ ତାରିଖ ଦିନ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜୟପାଟଣା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ବିଶିଷ୍ଟ କବି ଲଳିତ କୁମାର ନାଏକ
Read More...

ଭାବବିହ୍ଵଳ ପରିବେଶରେ ଅରିଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡାଙ୍କ ଅବସରକାଳୀନ…

ସୁବର୍ଣ୍ଣପୁର/ବିନିକା, (କେପିଏନ୍‌ଏସ୍‌) : ଭାବବିହ୍ଵଳ ପରିବେଶରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅରିଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସସ୍ୱ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଶିକ୍ଷୟିତ୍ରୀ ନମିତା ସାହୁଙ୍କ
Read More...

ଟିଟିଲାଗଡ ଲାୟନ୍ସ କ୍ଲବ ତରଫରୁ ଶ୍ରୀରାମ ଗୋସେବା ସଦନ ଠାରେ ବୃକ୍ଷ ରୋପଣ ଓ ଗୋସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ଲାୟନ୍ସ କ୍ଲବ ସଦାବେଳେ ସାମାଜିକ କାର୍ଯ୍ୟ କରି ଆସିଥାଏ । ଚଳିତ ବର୍ଷ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟ ହାତକୁ ନେଇଛି । ସୋମବାର ଅପରାହ୍ନରେ ଲାୟନ୍ସ କ୍ଲବ ଅଫ୍ ଟିଟିଲାଗଡ଼ ପକ୍ଷରୁ ଶ୍ରୀରାମ ଗୋସେବା ସଦନ ଠାରେ ସଭାପତି ମନିଷ ଗୁପ୍ତାଙ୍କ
Read More...

ଭୁଲ ଇଞ୍ଜେକ୍ସନ ଯୋଗୁଁ ଯୁବକଙ୍କ ମୃତ୍ୟୁ ଅଭିଯୋଗ ଆଣିଲେ ପରିବାର

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଭୁଲ୍ ଚିକିତ୍ସା ଯୋଗୁଁ ରୋଗୀଙ୍କ ଜୀବନ ଯାଇଥିବା ଅଭିଯୋଗ ହୋଇଛି । ଗତକାଲି ରାତି ୧୨ ଟା ବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏମର୍ଜେନ୍ସି ବିଭାଗରେ ଚିକିତ୍ସା
Read More...

ସମ୍ବଲପୁରୀ ଦିନ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ପଶ୍ଚିମ ଓଡିଶା ସଂସ୍କୃତିକ ପରିଷଦ ରାଉରକେଲା ସ୍ଥାନୀୟ ସିଭିକ ସେଣ୍ଟର ପ୍ରେକ୍ଷାଳୟରେ ସମ୍ବଲପୁରୀ ଦିନ ପାଳନ କରିଛି । ସମ୍ବଲପୁରୀ କବି ତଥା ଭାଷାବିତ୍ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିବସକୁ ସମ୍ବଲପୁରୀ ଦିନ ଭାବେ ପାଳନ କରାଯାଉଥିବାରୁ ତାଙ୍କ
Read More...

ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଆୟୋଜିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥ ଶ୍ରୀରାମନଗରଠାରେ ଅବସ୍ଥାପିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ଦୁର୍ଗା ପ୍ରସାଦ ଦାଶ ମୁଖ୍ୟଅତିଥି ଭାବେ
Read More...

ଅଞ୍ଚଳ ମହାବିଦ୍ୟାଳୟରେ ସମର ଶିକ୍ଷାର୍ଥୀ ବାହିନୀର ଚୟନ ପ୍ରକ୍ରିୟା ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ଡ. ଦିଗାମ୍ବର ଚାନ୍ଦଙ୍କ ଅନୁମତି କ୍ରମେ ଏନ୍.ସି.ସି. ଅଧିକାରୀ କ୍ୟାପଟେନ୍ ଜୟ କୁମାର ଭୁଏଙ୍କ ତତ୍ୱାବଧାନରେ ଚଳିତ ଶିକ୍ଷାବର୍ଷର ବରିଷ୍ଠ ବାଳକ ବିଭାଗର ସମର ଶିକ୍ଷାର୍ଥୀ ବାହିନୀର ଚୟନ ପ୍ରକ୍ରିୟା
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନବ ସୃଜନ ଓ ନୂତନ ଉଦ୍ୟମ ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ନୂତନ ସମ୍ମେଳନ କକ୍ଷରେ ଅଧ୍ୟକ୍ଷ ଡ. ଦିଗାମ୍ବର ଚାନ୍ଦଙ୍କ ସଭାପତିତ୍ୱ ଏବଂ ଡ. ସରୋଜ କୁମାର ନାଏକଙ୍କ ସୁଚାରୁ ପରିଚାଳନାରେ "ନବ ସୃଜନ ଓ ନୂତନ ଉଦ୍ୟମ" ପ୍ରତିଯୋଗିତା ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ଅନୁଷ୍ଠିତ ହୋଇଯାଇଛି ।
Read More...