ଡ.ଏ.ଏନ୍.କେ ଡିଏଭି ପବ୍ଲିକ୍ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ
ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ ନଗର ସ୍ଥିତ ଡ.ଏ.ଏନ୍.କେ ଡିଏଭି ପବ୍ଲିକ ସ୍କୁଲର ୩୩ତମ କ୍ରୀଡା ଉତ୍ସବ ପାଳିତ ହୋଇଯାଇଛି । ଉଦ୍ଘାଟନୀ ଉତ୍ସବରେ ବୀର ବାଲ ଦିବସ ଉପଲକ୍ଷେ ଡି.ଏ. ଭି ସ୍କୁଲ ସମୂହ, ଓଡ଼ିଶାର ଆଞ୍ଚଳିକ ଅଧିକାରୀ ତଥା ବିଦ୍ୟାଳୟର ଅଧ୍ୟକ୍ଷ ଲୋକନାଥ ପ୍ରଧାନ ଗୁରୁ!-->…
Read More...
Read More...