ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ବରଗଡ଼, (ମୁନ୍ନା ସାହୁ) : ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ
Read More...

ସ୍ଥାନାନ୍ତରିତ ହେଲା ବିପିୟୁଟି ଠାରେ ଥିବା ବର୍ଜ୍ୟବସ୍ତୁ ପ୍ରକ୍ରିୟାକରଣ କେନ୍ଦ୍ର

ତରକେରା ଠାରେ ପୂର୍ଣ୍ଣ ରୂପେ କାର୍ଯ୍ୟକ୍ଷମ ହେଲା ବର୍ଜ୍ୟବସ୍ତୁ ପ୍ରକ୍ରିୟାକରଣ କେନ୍ଦ୍ର ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ମହାନଗର ନିଗମ ତରଫରୁ ସୋମବାର ଏକ ଐତିହାସିକ ପଦକ୍ଷେପ ନିଆଯାଇଛି । ଏହି କ୍ରମରେ, ଦୀର୍ଘ ବର୍ଷ ଧରି ବିପିୟୁଟି ଠାରେ ଥିବା ବର୍ଜ୍ୟବସ୍ତୁ
Read More...

ବୁଗୁଡ଼ା ବ୍ଲକ ପ୍ରଶାସନ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକର ୧୨ ପଞ୍ଚାୟତର ନିର୍ବାଚିତ ପ୍ରତିନିଧି ପଞ୍ଚାୟତର ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକର ବିଭିନ୍ନ ସମସ୍ୟା ନେଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ସୋମବାର ଗଞ୍ଜାମ ଜିଲ୍ଲାପାଳ ଭି.
Read More...

ଜିଲ୍ଲାସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ବିଭାଗର ଆନୁକୂଲ୍ୟରେ ବାରିପଦା ସ୍ଥିତ ମହାରାଣୀ ପ୍ରେମ କୁମାରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଜିଲ୍ଲାସ୍ତରୀୟ ଶକ୍ତି ସଂରକ୍ଷଣ ଦିବସ ପାଳନ ଉପଲକ୍ଷେ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାର
Read More...

ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଭାରତ ସରକାରଙ୍କ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓ ସ୍ୱୀକୃତି ପ୍ରାପ୍ତ ଅନୁଷ୍ଠାନ ଜେ ଜେ ପି ଡି ଓର ସହଯୋଗରେ ସ୍ୱାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ନଭେମ୍ବର ୧୪ ଓ ୧୫ ତାରିଖ ଦିନ ସ୍ଥାନୀୟ
Read More...

ବାରିପଦା ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବାରିପଦା ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରଦର୍ଶନୀରେ ପ୍ରାଥମିକ ସ୍ତରରୁ ୩୫ଟି, ଉଚ୍ଚ ବିଦ୍ୟାଳୟ ସ୍ତରରୁ ୧୪୪ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଗୋଷ୍ଠୀ
Read More...

ବାରିପଦା ସଂଚାର ନିଗମ କର୍ଯ୍ୟାଳୟକୁ ପୂର୍ବ ପରି ସ୍ୱୟଂ ସମ୍ପୂର୍ଣ୍ଣ କରିବା ଦାବିରେ ଧାରଣା ଓ ପ୍ରତିବାଦ ସଭା

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସଂଚାର ନିଗମ କର୍ଯ୍ୟାଳୟକୁ ପୂର୍ବ ପରି ସ୍ୱୟଂ ସମ୍ପୂର୍ଣ୍ଣ କରିବା ଦାବିରେ ଧାରଣା ଓ ପ୍ରତିବାଦ ସଭା ମଧୁବନ ସଂଚାର ନିଗମ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି । ମଧୁବନ ଠାରେ ଥିବା ସଂଚାର ନିଗମ କାର୍ଯ୍ୟାଳୟକୁ ଏକ ପ୍ରକାର ସ୍ଥାଣୁ
Read More...

ପାଇକମାଲ ହାଇସ୍କୁଲରେ ଜେଆର୍‌ସି ପରାମର୍ଶଦାତା ଅଭିମୁଖି କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜେଆର୍‌ସି ପରାମର୍ଶ କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପାଇକମାଲ ବ୍ଲକ ଉନ୍ନୟନ ଅଧିକାରୀ ପ୍ରଫୁଲ୍ଲ କୁମାର ଓଦୁ
Read More...

ଶ୍ରୀ ଶ୍ରୀ ବିଶ୍ଵଶାନ୍ତି ମହାଯଜ୍ଞ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ ପମ୍ପ ହାଉସ୍ ଅନ୍ତର୍ଗତ ବାବା ଢୋଲେଶ୍ୱର ପୀଠ ଓ କୋଏଲ ଶ୍ରୀକ୍ଷେତ୍ର ପାଦଦେଶରେ ସଙ୍କଟ ମୋଚନ ମଣ୍ଡପ ଠାରେ ବିଶ୍ଵର ମଙ୍ଗଳ ପାଇଁ ଦୁଇଦିନାତ୍ମକ ବ୍ୟାପୀ ଶ୍ରୀ ଶ୍ରୀ ବିଷ୍ଣୁ ଶାନ୍ତି ମହାଯଜ୍ଞର ଆୟୋଜନ କରାଯାଇଥିଲା । ଏହି ଉପଲକ୍ଷେ ଗତକାଲି
Read More...

୧୧୯ ତମ ମାସିକିଆ ମାଗଣା ହାଟ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଅନ୍ୱେଷା ତରଫରୁ ୧୧୯ ତମ ମାସିକିଆ ମାଗଣା ହାଟ ଦେଓଗାଁ ସ୍ଥିତ କୁଷ୍ଠ ବସ୍ତି ଠାରେ ସଫଳତାର ସହ ସମ୍ପନ୍ନ ହୋଇଯାଇଛି । ସୂଚନାଯୋଗ୍ୟ ଯେ, ୨୦୧୫ ମସିହାରୁ ନିରନ୍ତର ଭାବେ ଅନୁଷ୍ଠାନ ତରଫରୁ ଅସହାୟ, ଗରିବ ଓ ଆବଶ୍ୟକତା ଥିବା ଲୋକଙ୍କ ପାଇଁ
Read More...