ଲଗାଣ ବର୍ଷାରେ ବେହାଲ ନୂଆପଡ଼ା : ୨-୩ ଦିନର ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ

ଓଡ଼ିଶା-ଛତିଶଗଡ଼ ଯୋଗାଯୋଗ ବିଚ୍ଛିନ୍ନ, ସ୍କୁଲ-କଲେଜ ବନ୍ଦ ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ଗତ ଦୁଇରୁ ତିନି ଦିନ ଧରି ଲଗାତାର ହେଉଥିବା ପ୍ରବଳ ବର୍ଷା ନୂଆପଡ଼ା ଜିଲ୍ଲାର ଜନଜୀବନକୁ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ କରିଦେଇଛି । ନଦୀ ଓ ନାଳରେ ଜଳସ୍ତର ବୃଦ୍ଧି ପାଇବା ସହ ଜିଲ୍ଲାର ବିଭିନ୍ନ
Read More...

ଲଗାଣ ବର୍ଷାରେ ବେହାଲ ବଲାଙ୍ଗିର, ବୁଲି ଦେଖିଲେ ଲିକା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲଗାଣ ବର୍ଷାରେ ବେହାଲ ବଲାଙ୍ଗିର । ଦୁଇ ଦିନର ଲଗାଣ ବର୍ଷା ପରେ ଲକ୍ଷ୍ମୀଯୋରରେ ବନ୍ୟାଜଳ ବଢ଼ି ସତ୍ୟନାରାୟଣପଡ଼ାର ପରିସ୍ଥିତି ସଙ୍କଟଜନକ ହୋଇପଡ଼ିଛି । ତଳିଆ ବ୍ରିଜ ଉପରେ ପ୍ରବଳ ସ୍ରୋତ ବହୁଥିବାରୁ ଅନେକ ପରିବାର ଜଳବନ୍ଦୀ ହୋଇ ରହିଛନ୍ତି ଏବଂ ଜନଜୀବନ
Read More...

ବର୍ଷାରେ ଉବୁଟୁବୁ ବଲାଙ୍ଗିର : ରାତିସାରା ଉଦ୍ଧାର କାର୍ଯ୍ୟ ଜାରି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଲଗାଣ ବର୍ଷା ଯୋଗୁଁ ସହରର ଅନେକ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି । ଠିକାଦାରପଡ଼ା, ଇଚ୍ଛାପଡ଼ା, ଇନ୍ଦିରାନଗର, କଂସାରିପଡ଼ା, ତାଲପାଲିପଡ଼ା ଓ ତୁଳସୀନଗରରେ ବର୍ଷାଜଳ ଘରେ ପଶିଯିବାରୁ ଅନେକ ପରିବାର ଫସି ରହିଥିଲେ । ପରିସ୍ଥିତି ଗୁରୁତର ହେବା ପରେ
Read More...

ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଅଖିଳ ଭାରତୀୟ କୃଷକ ସମ୍ମିଳନୀ

ବରଗଡ, (ମୁନ୍ନା ସାହୁ) : ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଅଖିଳ ଭାରତୀୟ କୃଷକ ସମ୍ମିଳନୀ ୨୮ ଜୁଲାଇରେ କେ ଏସ ଏଡିଟରୀୟମରେ ଠାରେ ଦେଶର ପ୍ରାୟ ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ପ୍ରାୟ ୨ ହଜାର ପ୍ରତିନିଧି ଅଂଶଗ୍ରହଣ କରିଥିଲେ । ଏହି ସମ୍ମିଳନୀରେ ସଂଯୁକ୍ତ କୃଷକ ସଂଗଠନ ଉପଦେଷ୍ଟା
Read More...

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ମଦ୍ୟପ ଯୁବକ ଅଟକ

ବରଗଡ, (ମୁନ୍ନା ସାହୁ) : ପ୍ରତିଦିନ ବରଗଡ଼ କଲେଜ ରୋଡ଼ ସ୍ଥିତ ନାକା ଛକରେ ଜଣେ ମଦ୍ୟପ ବ୍ୟକ୍ତି ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ବରଗଡ଼ ଟାଉନ ଥାନା ପୋଲିସ ତାଙ୍କୁ ଅଟକ ରଖିଛି । ସୂଚନା ଅନୁସାରେ, ନାକା ଛକ ଅଞ୍ଚଳରେ ମଦ୍ୟପ ଅବସ୍ଥାରେ ଥିବା ଉକ୍ତ ବ୍ୟକ୍ତି ଜଣେ ଛାତ୍ରୀଙ୍କ
Read More...

ଦାଦନ ଖଟିବାକୁ ଯାଇଥିଲେ ସ୍ୱାମୀ : ପ୍ରେମିକ ସହ ସ୍ତ୍ରୀ ଫେରାର

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ପେଟ ପୋଷିବା ପାଇଁ ରାଜ୍ୟ ବାହାରକୁ ଦାଦନ ଶ୍ରମିକ ଭାବେ କାମ କରିବାକୁ ଯାଇଥିବା ଜଣେ ଯୁବକ ଘରକୁ ଫେରିବା ପରେ ସ୍ତ୍ରୀ ଅନ୍ୟ ଜଣଙ୍କ ସହ ଫେରାର ହୋଇଯାଇଥିବା ଅଭିଯୋଗ କରି କଣ୍ଟାବାଞ୍ଜି ଥାନାର ଦ୍ୱାରସ୍ଥ ହୋଇଛନ୍ତି । ଅଭିଯୋଗ ଅନୁସାରେ, କଣ୍ଟାବାଞ୍ଜି
Read More...

ତିଖାଲି ନିମ୍ନ ଇନ୍ଦ୍ର ପ୍ରକଳ୍ପରୁ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ

ନୂଆପଡ଼ା, (କେପିଏନ୍‌ଏସ୍‌) : ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲ୍ଲା ତିଖାଲି ନିମ୍ନ ଇନ୍ଦ୍ର ଜଳସେଚନ ପ୍ରକଳ୍ପରୁ ସୋମବାର ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଥିବା ସୂଚନା ମିଳିଛି । ରିଜର୍ଭର ଜଳସ୍ତର ବୃଦ୍ଧି ପାଉଥିବାରୁ ପ୍ରଶାସନ ପକ୍ଷରୁ ସତର୍କତା
Read More...

ପ୍ରଧାନ ଶିକ୍ଷକଙ୍କ ଦକ୍ଷତା ବିକାଶ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ, ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଦାନ ପ୍ରାପ୍ତ ଓ ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ମାନଙ୍କ ଏକ ଦିନିଆ ଦକ୍ଷତା ବିକାଶ
Read More...

ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନ ସମ୍ବନ୍ଧୀୟ ପୂର୍ବ ପ୍ରସ୍ତୁତି ବୈଠକ ପବିତ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ପବିତ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଆଗାମୀ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନ ସମ୍ବନ୍ଧୀୟ ପୂର୍ବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅତିରିକ୍ତ
Read More...

ସାମାନ୍ୟ ଦୁର୍ଘଟଣାକୁ ନେଇ ବଚସା, ପରେ ତୁମୁଳକାଣ୍ଡ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସାମାନ୍ୟ ଏକ ଦୁର୍ଘଟଣାକୁ ନେଇ ପରବର୍ତ୍ତୀ ସମୟରେ ୬ବର୍ଷୀୟ ନାବାଳକଙ୍କୁ ଆକ୍ରମଣ କରି ଲହୁଲୁହାଣ କରିବା ସହ ତାଙ୍କ ପରିବାରବର୍ଗଙ୍କ ସହ ଅସଦବ୍ୟବହାର କରିବା ସହ ଜୀବନରେ ମାରିଦେବା ଭଳି ଧମକ ଦେବା ଅଭିଯୋଗରେ ଏକ ସମ୍ବେଦନଶୀଳ ମାମଲାର ଶୁଣାଣି କରି
Read More...