ବ୍ରାହ୍ମଣୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ବ୍ରାହ୍ମଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଗତ ଦୁଇ ଦିନ ଧରି ଚାଲିଥିବା ବିଦ୍ୟାଳୟସ୍ତରୀୟ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି । ପ୍ରଥମ ଦିବସରେ ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ!-->…
Read More...
Read More...