ନୂଆପଡ଼ା ଜିଲ୍ଲାର ସମସ୍ତ ଓଏଏସ୍ ଓ ଓଆର୍ଏସ୍ ଅଧିକାରୀ ପ୍ରତିବାଦ ସ୍ଵରୂପ ସାମୁହିକ ଛୁଟିରେ ରହିଲେ
ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ବିଏମ୍ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣର ପ୍ରତିବାଦରେ ନୂଆପଡ଼ା ଜିଲ୍ଲାର ସମସ୍ତ ଓଏଏସ୍ ଏବଂ ଓଆରଏସ୍ ଅଧିକାରୀ ସାମୁହିକ ଛୁଟିରେ ଯିବା ପାଇଁ ଜିଲ୍ଲାପାଳ ନୂଆପଡ଼ା ମଧୁସୂଦନ ଦାଶଙ୍କୁ ଆବେଦନ କରିଛନ୍ତି ।!-->…
Read More...
Read More...