ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ
ସୁନ୍ଦରଗଡ : ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ବାଉରୀମୁଣ୍ଡା ଗାଁ ନିକଟରେ ଥିବା ଏକ ପୋଖରୀରୁ ବୁଧବାର ସକାଳେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି । ସୂଚନା ମୁତାବକ, ବାଉରୀମୁଣ୍ଡା!-->…
Read More...
Read More...