ବରିଷ୍ଠ ଶିକ୍ଷକ ନିତ୍ୟାନନ୍ଦ ମହାକୁର ଓ ଶିକ୍ଷୟିତ୍ରୀ ତପସ୍ଵିନୀ ମିଶ୍ରଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ବେଲପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଚିକିନିବାହାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ନିତ୍ୟାନନ୍ଦ ମହାକୁର ଓ ବେଲପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର
Read More...

ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପୁରେନାଠାରେ ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପ୍ରମୋଦ ନାଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରକୃତିବନ୍ଧୁ ଲିଙ୍ଗରାଜ ପ୍ରଧାନ, ଡେପୁଟୀ
Read More...

ସମାଜସେବୀ ୱିସଡମ୍ ଯାଦବଙ୍କ ନେତୃତ୍ୱରେ ରାସ୍ତା ମରାମତି କାର୍ଯ୍ୟ

ସଇଁତଲା, (ଖୁସିରାନି ସାହୁ) : ସଇଁତଳା ବ୍ଲକ୍ ଅନ୍ତର୍ଗତ ଲାଚୁଟ୍ ଗ୍ରାମକୁ ଯାଇଥିବା ରାସ୍ତା ଦୀର୍ଘଦିନ ହେଲା ଅତ୍ୟନ୍ତ ଶୋଚନୀୟ ହୋଇ ପଡିଥିଲା । ଏହି ରାସ୍ତା ଉପରେ ପ୍ରତିଦିନ ଶହଶହ ଲୋକ ନିର୍ଭରଶୀଳ ହେଉଛନ୍ତି । କିନ୍ତୁ ସ୍ଥାନୀୟ ପ୍ରଶାସନର ଦୃଷ୍ଟି ପଡୁନାହିଁ । ତେଣୁ, ଆଜି ସମାଜସେବୀ
Read More...

ଆଦର୍ଶ ପ୍ରଧାନ ଶିକ୍ଷକ ପହିଲ ବୁଡ଼େକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବନ୍ଧପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ପ୍ରଧାନ ଶିକ୍ଷକ ପହିଲ ବୁଡ଼େକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବନବସ ଭୁଏଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ଲାୟନ୍ସ କ୍ଲବ ତରଫରୁ ଜାତୀୟ ଡାକ୍ତର ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ହେଉଛି ଜାତୀୟ ଡାକ୍ତର ଦିବସ । ଡାକ୍ତର ହେଉଛନ୍ତି ଦ୍ୱିତୀୟ ଈଶ୍ୱର, ଆଧୁନିକ ଯୁଗର ତ୍ରାଣକର୍ତ୍ତା । ଜୀବନ ରକ୍ଷକ ଭାବେ ସେମାନଙ୍କର ସମର୍ପଣ ଓ ଭୂମିକାକୁ ନେଇ ଆଜି ସମଗ୍ର ବିଶ୍ୱରେ ପାଳିତ ହେଉଛି ଜାତୀୟ ଡାକ୍ତର ଦିବସ । ଡାକ୍ତରମାନଙ୍କ
Read More...

ସିନାପାଲି ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ସିନାପାଲି ବ୍ଲକ ସଭାଗୃହ ଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ଯୋଗେନ୍ଦ୍ର
Read More...

ବୁଢାବାହାଲ ପଂଚାୟତରେ ଅନାସ୍ଥା ଭୋଟ : ଗଣତି ସ୍ଥଗିତ

ସଇଁତଲା, (ଖୁସିରାଣୀ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ବୁଢାବାହାଲ ପଂଚାୟତରେ ଅନାସ୍ଥା ପ୍ରସ୍ତାବ ହୋଇଥିବା ବେଳେ ଗଣତି ସ୍ଥଗିତ ହୋଇଛି । କିଛିଦିନ ତଳେ ସଇଁତଲା ବ୍ଲକ ବୁଢ଼ାବାହାଲ ଗ୍ରାମ ପଞ୍ଚାୟତ ସରପଞ୍ଚ ଲତା କୁମ୍ଭାରଙ୍କ ବିରୁଦ୍ଧ ମନମୁଖି କାର୍ଯ୍ୟକଳାପ କରୁଥିବା ଅଭିଯୋଗ ନେଇ
Read More...

ଗୁଣ୍ଡିଚା ମନ୍ଦିର ନିକଟରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡ଼ା ଜିଲ୍ଲା ବିଷମ କଟକ ବ୍ଲକ ଅନ୍ତର୍ଗତ ଦୁର୍ଗୀ ଅଞ୍ଚଳରେ ଗୁଣ୍ଡିଚା ମନ୍ଦିର ନିକଟସ୍ଥ ଆମ୍ବ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣକ ଡୁମୁନେଲି ପଞ୍ଚାୟତ ଅନ୍ତର୍ଗତ ଲଟାଗୁଡ଼ା ଗ୍ରାମ ନିବାସୀ ଜଗୁଲୁ
Read More...

୬ଜଣ ପ୍ରଧାନ ଶିକ୍ଷକ ଏବଂ ଶିକ୍ଷୟିତ୍ରୀମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ମହରାପଦର ପଞ୍ଚାୟତ ଅନ୍ତର୍ଗତ ବାଗଝରଣ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲକ୍ଷ୍ମୀକାନ୍ତ ସେଠ କାର୍ଯ୍ୟରୁ ଅବସର ଗ୍ରହଣ କରିଥିବାରୁ ସୋମବାର ତାଙ୍କୁ ବାଗଝରଣ ଗ୍ରାମବାସୀ, ଶିକ୍ଷା କମିଟି ଏବଂ
Read More...

ଆମେରିକାର ସାମ୍ରାଜ୍ୟବାଦୀ ଯୁଦ୍ଧଖୋର ନୀତି ବିରୁଦ୍ଧରେ : ସିପିଆଇଏମର ଦେଶବ୍ୟାପୀ ପ୍ରତିବାଦ ବିକ୍ଷୋଭ

ରାଉରକେଲା, (ସସ୍ମିତା ପ୍ରଧାନ) : ସିପିଆଇଏମ୍ କେନ୍ଦ୍ର କମିଟି ଆହ୍ୱାନରେ ଜୁନ୍ ୨୫ରୁ ୩୦ ତାରିଖ ଦେଶବ୍ୟାପୀ ବିଜେପି ନେତୃତ୍ଵାଧୀନ ମୋଦି ସରକାରର ପହେଲଗାମ ସନ୍ତ୍ରାସବାଦୀ ଆକ୍ରମଣ ପରେ ସରକାର ଏହାକୁ ଏକ ଅସ୍ତ୍ର କରି ଧର୍ମୀୟ ଧୃବୀକରଣ ଓ ହିଂସାର ବାତାବରଣ ଓ ପରବର୍ତ୍ତୀ ଯୁଦ୍ଧ ପରିସ୍ଥିତି
Read More...