ଏଆଇ ସମ୍ପ୍ରସାରିତ ହାତୀ ସୁରକ୍ଷା ପ୍ରଣାଳୀ ଦ୍ୱାରା ଟ୍ରେନ୍ ହାତୀ ଦୁର୍ଘଟଣା ରୋକିବାର ସଫଳ ରୂପାୟନ
ରାଉରକେଲା, (ସସ୍ମିତା ପ୍ରଧାନ) : ବନ୍ୟଜନ୍ତୁଙ୍କ ସୁରକ୍ଷା ସହିତ ରେଳ ସୁରକ୍ଷା କ୍ଷେତ୍ରରେ ଏକ ଐତିହାସିକ ସଫଳତା ସୃଷ୍ଟି କରି, ରାଉରକେଲା ବନ ବିଭାଗ ଓଡିଶାରେ ପ୍ରଥମଥର ପାଇଁ ଚାରୋଟି ଏଆଇ ସମ୍ପ୍ରସାରିତ ହାତୀ ସୁରକ୍ଷା ଟାୱାର ସ୍ଥାପନ କରିଛି । ଏହି ପ୍ରୟାସ ଦ୍ୱାରା ସମ୍ଭାବ୍ୟ ଭୟାବହ!-->…
Read More...
Read More...