ନୂଆପଡ଼ାରେ ଜାତୀୟ ପରିସଂଖ୍ୟାନ ଦିବସ ପାଳିତ

ନୂଆପଡ଼ା, (ସୋନ୍ତୋଷ ପଟ୍ଟନାୟକ) : ନୂଆପଡ଼ା ଜିଲ୍ଲା ମୁଖ୍ୟାଳୟ ସଦଭାବନା ସଭାଗୃହଠାରେ ୧୯ତମ ଜାତୀୟ ପରିସଂଖ୍ୟାନ ଦିବସ ଭାରପ୍ରାପ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଏହି ଅବସରରେ ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ
Read More...

ତେଲଙ୍ଗାନାର ନିଜାମାବାଦରେ ଜାତୀୟ ହଳଦୀ ବୋର୍ଡର ମୁଖ୍ୟାଳୟକୁ ଉଦଘାଟନ କରିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ହଳଦୀ ବୋର୍ଡ ପ୍ରତିଷ୍ଠା କରି ସାରା ଦେଶରେ, ବିଶେଷକରି ତେଲଙ୍ଗାନାର ଲକ୍ଷ ଲକ୍ଷ ହଳଦୀ ଚାଷୀଙ୍କ ୪୦ ବର୍ଷ ପୁରୁଣା ଦାବି ପୂରଣ କରିଛନ୍ତିହଳଦୀ ରପ୍ତାନୀକୁ ପ୍ରୋତ୍ସାହନ ଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଜାତୀୟ ସମବାୟ ରପ୍ତାନି ଲିମିଟେଡ (ଏନସିଇଏଲ)
Read More...

ବଲାଙ୍ଗିର ସିନିୟର ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଆଜି ୮ ଗୋଟି ପଡିଆରେ ନକ୍‌ ଆଉଟ ଫୁଟବଲ ଖେଳ ଅନୁଷ୍ଠିତ ହୋଇଯାଇଛି । ଟାଉନ ହାଇସ୍କୁଲ ପଡିଆରେ ଭିକ୍ଟୋରିୟସ କ୍ଲବ ୧-୦ ଗୋଲରେ ମାଣିକେଶ୍ୱରୀ କନ୍ଧପାଲିକୁ ହରାଇଛି । ଅତିଥି ଭାବେ ଜେଆଇଟିଏମ୍‌ ଅଧ୍ୟକ୍ଷ ଡ.
Read More...

ଗୁରୁପୂର୍ଣ୍ଣିମାରେ ଗୁରୁ ପୂଜନୋତ୍ସବ ପାଇଁ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥିତ ଶ୍ରୀନୃସିଂହ ମନ୍ଦିର କାର୍ଯ୍ୟାଳୟଠାରେ ଗୁରୁଭାଇ ଓ ଭଉଣୀ ସେବା ସଂଘ ଟ୍ରଷ୍ଟ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉପଲକ୍ଷେ ଗୁରୁ ପୂଜନ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଆସନ୍ତା ତା.୧୦.୦୭.୨୦୨୫ ଗୁରୁ ପୂର୍ଣ୍ଣିମା ଦିନ ଶ୍ରୀ ନୃସିଂହ ମନ୍ଦିର
Read More...

ବଦଳିଲେ ପୁରୀ ଜିଲ୍ଲାପାଳ ଏବଂ ଏସ୍‌ପି : ଡିସିପି ସସ୍‌ପେଣ୍ଡ

ପୁରୀ : ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଘଟିଥିବା ଅଘଟଣକୁ ନେଇ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର । ପୁରୀ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ବଦଳି କରାଯାଇଛି । ଚଞ୍ଚଳ ରାଣାଙ୍କୁ ପୁରୀର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଦିଆଯାଇଛି । ସେହିପରି ପିନାକ ମିଶ୍ରଙ୍କୁ ପୁରୀ ଏସ୍‌ପି ଭାବେ
Read More...

ରଥଯାତ୍ରା ପରିଚାଳନା ଦାୟିତ୍ୱରେ ଅରବିନ୍ଦ ଅଗ୍ରୱାଲ : ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି

ଭୁବନେଶ୍ୱର : ବରିଷ୍ଠ ଆଇଏଏସ ଅଧିକାରୀ ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚଳନା ଦାୟିତ୍ୱ । ଉଚ୍ଚ ଶିକ୍ଷା ବିଭାଗର ସଚିବ ଦାୟିତ୍ୱ ସହ ରଥ ପରିଚାଳନା ଅତିରିକ୍ତ ଦାୟିତ୍ୱ ତୁଲାବେ ଅରବିନ୍ଦ ଅଗ୍ରୱାଲ । ସୁପରଭିଜନ ପାଇଁ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା
Read More...

ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭା ସ୍ମରଣିକା କମିଟି ଗଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ସ୍ଥାନୀୟ ନୃସିଂହ ମନ୍ଦିରଠାରେ ଥିବା ବ୍ରାହ୍ମଣ ମହାସଭାର କାର୍ଯ୍ୟାଳୟଠାରେ ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭା ତରଫରୁ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବ୍ରାହ୍ମଣ ମହାସଭାର ସଭାପତି ଗୋପବନ୍ଧୁ ପୁରୋହିତଙ୍କ ଆବାହକତ୍ୱ ଏକ ସଭା ହୋଇଯାଇଛି ।
Read More...

ସାନ୍ତାଳ ବିଦ୍ରୋହ ସ୍କୃତିରେ ୩୦ ଜୁନକୁ ସରକାରୀ ଛୁଟି ଘୋଷଣା ପାଇଁ ମାରିସାର ଦାବୀ

ବାରିପଦା, (ଦେବସ୍ମିତ ଚୌଧୁରୀ) : ମାରିସା ରାଜ୍ୟ ସଭାପତି ଅର୍ଜୁନ୍ ମୁର୍ମୁଙ୍କ ଆହ୍ୱାନ କ୍ରମେ ଗାଁ ଗାଁରେ ଚାଲିଛି ସାମାଜିକ ଓ ଧାର୍ମିକ ଲଢ଼େଇ । ଏହି ଆନ୍ଦୋଳନରେ ଲୋକମାନଙ୍କୁ ଜାଗ୍ରତ, ସଚେତନ ଓ ସଂଗଠିତ କରିବା ପାଇଁ ମୟୂରଭଞ୍ଜର ବିଭିନ୍ନ ଧର୍ମୀୟ ସ୍ଥାନ ମାନଙ୍କରେ ପୂଜାର୍ଚ୍ଚନା
Read More...

ୱାଇଏମଏଫଆଇ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ୟୁଥ ମୁଭମେଣ୍ଟ ଫେଡେରେସନ ଅଫ ଇଣ୍ଡିଆ ପକ୍ଷରୁ ଚଳିତ ବର୍ଷ ବିଭିନ୍ନ ବୋର୍ଡ ପରୀକ୍ଷାରେ ଉତୀର୍ଣ୍ଣ ହୋଇଥିବା ମେଧାବୀ ଛାତ୍ରଛାତ୍ରୀଙ୍କୁ ଏନଆଇଟି ସ୍ଥିତ ତୀର ଅଡ଼ିଟୋରିୟମଠାରେ ସମ୍ବର୍ଦ୍ଧିତ କରାଯାଇଛି ।ଏଥିରେ ଏନଆଇଟିର ରେଜିଷ୍ଟାର ପ୍ରଫେସର ରୋହନ ଧୀମାନ
Read More...

ସାମୁହିକ ଜନ୍ମ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଅନ୍ୱେଷା ତରଫରୁ ଜଗଦା ସ୍ଥିତ ମାନବ ସେବା ପ୍ରତିଷ୍ଠାନଠାରେ ଜୁନ୍ ମାସରେ ଜନ୍ମଗ୍ରହଣ କରିଥିବା ସଦସ୍ୟ, ସମାଜସେବୀ ଓ ଅନ୍ତେବାସୀଙ୍କୁ ନେଇ ୧୧୪ ତମ ସାମୁହିକ ଜନ୍ମ ଦିବସ ପାଳନ କରାଯାଇଥିଲା । ଅନ୍ୱେଷାର ସଭାପତି କଳ୍ପନା ଶତପଥୀଙ୍କ
Read More...