ଶୋଇଥିବା ବେଳେ କାମୁଡ଼ିଲା ସାପ : ଚାଲିଗଲା ଯୁବକଙ୍କ ଜୀବନ

ରାଉରକେଲା : ସାପ କାମୁଡ଼ାରେ ଗଡ଼ିଲା ମୁଣ୍ଡ । ସୁନ୍ଦରଗଡ଼ ଜିଲ୍ଲା ବଣେଇ ଉପଖଣ୍ଡ କ. ବଲାଙ୍ଗ ଥାନା ନୂଆତନ୍ତରା ଗାଁରେ ସାପ କାମୁଡାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଶୁକଦେବ ନାଏକ । ସୂଚନା ମୁତାବକ, ନୂଆତନ୍ତରା ଗାଁର ଶୁକଦେବ ନାଏକ ଶନିବାର ରାତିରେ ଖାଇ ସାରି ଶୋଇଥିଲେ ।
Read More...

ରାଜ୍ୟସ୍ତରୀୟ ପାଲା ଉତ୍ସବ ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବାରପୁଡୁଗିଆଠାରେ ରଥଯାତ୍ରା ଉପଲକ୍ଷେ ୩ ଦିନିଆ ରାଜ୍ୟସ୍ତରୀୟ ପାଲା ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଏହି ଉତ୍ସବର ଉଦ୍ଦେଶ୍ୟ ହେଉଛି ଗ୍ରାମ୍ୟ ସ୍ତରରେ ଦିନକୁ ଦିନ ଲୋପ ପାଇଯାଉଥିବା ପାଲା ନୃତ୍ୟକୁ ଆଧୁନିକ ଯୁଗରେ ଲୋକାଭିମୁଖ
Read More...

ମେହେର ପଡାରେ ପ୍ରଧାନମନ୍ତ୍ରୀଙ୍କ ମନ କୀ ବାତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ସହର ସ୍ଥିତ ମେହେର ପଡାଠାରେ ରବିବାର ପ୍ରଧାନମନ୍ତ୍ରୀଙ୍କ ମନ କୀ ବାତ୍ କାର୍ଯ୍ୟକ୍ରମ ବିଜେପି ଯୁବ ମୋର୍ଚ୍ଚା ସଭାପତି ପ୍ରମୋଦ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ବରଗଡ ସାଂସଦ
Read More...

ଶରଧାବାଲିରେ ଅଘଟଣ : ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ

ପୁରୀ : ପୁରୀ ଶରଧାବାଲିରେ ଅଘଟଣ । ଠେଲାପେଲାରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା । ରବିବାର ଥିବାରୁ ରାତିରୁ ଭକ୍ତଙ୍କ ପ୍ରବଳ ଗହଳି ଲାଗିଥିଲା । ଭୋର ୪ଟାରେ ପହଡ଼ ଖୋଲିବା ପରେ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ଉତ୍କଣ୍ଠା ବଢିଥିଲା । ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରେ ଠେଲାପେଲା ହୋଇ
Read More...

ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା : ପାଣିପାଗ ବିଭାଗର ଆଲର୍ଟ

ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଶନିବାର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ସକାଳ ସମୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ
Read More...

ଆଚାର୍ଯ୍ୟ ବିଦ୍ୟାନନ୍ଦଜୀ ମହାରାଜଙ୍କ ଶତବାର୍ଷିକୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭାରତ ବିଶ୍ୱର ସର୍ବପ୍ରାଚୀନ ଜୀବନ୍ତ ସଭ୍ୟତା : ପ୍ରଧାନମନ୍ତ୍ରୀଭାରତ ଏକ ସେବାକୈନ୍ଦ୍ରିକ ଦେଶ, ଏକ ମାନବବାଦୀ ଦେଶ : ପ୍ରଧାନମନ୍ତ୍ରୀ-ଆମର ସରକାର ପ୍ରାକୃତକୁ 'ଶାସ୍ତ୍ରୀୟ ଭାଷା'ର ମାନ୍ୟତା ଦେଇଛି: ପ୍ରଧାନମନ୍ତ୍ରୀଆମେ ଭାରତର ପ୍ରାଚୀନ ପାଣ୍ଡୁଲିପିଗୁଡ଼ିକୁ ଡିଜିଟାଇଜେସନ୍ କରିବା ପାଇଁ
Read More...

ବରଗଡ଼ରେ ହଳଧର ନାଗ ନେସନାଲ ସେମିନାର ଅନୁଷ୍ଠିତ

ବରଗଡ, (ମୁନ୍ନା ସାହୁ) : ବରଗଡ଼ରେ ହଳଧର ନାଗ ନେସନାଲ ସେମିନାର ଅନୁଷ୍ଠିତ ହୋଇଯାଇଛି । ଅଭିମନ୍ୟୁ ସାହିତ୍ୟ ସଂସଦ, ଘେଁସ ଓ କ୍ରୀଷ୍ଣା ବିକାଶ ଶିକ୍ଷାନୁଷ୍ଠାନ, ବରଗଡ଼ର ମିଳିତ ଆନୁକୂଲ୍ୟରେ ପଶ୍ଚିମ ଓଡିଶାର ଗର୍ବ, ପ୍ରସିଦ୍ଧ ଲୋକକବି ପଦ୍ମଶ୍ରୀ ହଳଧର ନାଗ ଓ ତାଙ୍କ ସାହିତ୍ୟ ଉପରେ ଆୟୋଜିତ
Read More...

୨ ବାଇକ ମଧ୍ୟରେ ଧକ୍କା : ନାବାଳିକା ସମତେ ୫ ମୃତ

ନୂଆପଡା : ରଥଯାତ୍ରା ଦେଖି ଫେରୁଥିବା ବେଳେ ୨ ବାଇକ ମଧ୍ୟରେ ଧକ୍କା ହୋଇ ୫ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ନାବାଳିକା ରହିଛନ୍ତି । ୩୫୩ ନଂ ଜାତୀୟ ରାଜପଥ ପଲସିପାଣିଠାରେ ଏହି ଦୁର୍ଘଟଣା ଘଟିଛି । ମୃତକମାନେ ପଲସିପାଣି ଗୁଟୁପଡା ଗ୍ରାମର ବୋଲି ଜଣାପଡିଛି । ରଥଯାତ୍ରା
Read More...

ବରଗଡ଼ରେ ଆୟୋଜିତ “ଗରିବ କଲ୍ୟାଣ ଓ ବିକାଶ ସମାବେଶ”ରେ କେନ୍ଦ୍ରମନ୍ତ୍ରୀ ଗରିବ ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବା…

• ପାଖାପାଖି ୨୨ କୋଟିରୁ ଅଧିକ ମୂଲ୍ୟର ୧୬ ଗୋଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ• ବରଗଡ଼ ୨ଜି ଜୈବ ଇଥାନଲ ପ୍ଲାଣ୍ଟ ଦେଶର ଇଥାନଲ ଆବଶ୍ୟକତାକୁ ପୂରଣ କରିବ• ଗରିବ ଲୋକଙ୍କ ସାମୂହିକ ଓ ସାମଗ୍ରିକ ବିକାଶ କରିବା ଆମ ସରକାର ବଦ୍ଧ ପରିକର• ବରଗଡ଼ ଜିଲ୍ଲାରେ ଡବଲ ଇଞ୍ଜିନ
Read More...

ବରଗଡ଼ରେ ଲୋକ କବିରତ୍ନ ହଳଧର ନାଗଙ୍କ ଉପରେ ଦୁଇଦିନିଆ ଜାତୀୟ ଆଲୋଚନା ଚକ୍ର ଓଡ଼ିଶାର ଅସ୍ମିତା, ଅଭିବ୍ୟକ୍ତି ଓ ଆବେଗର…

• ଲୋକକବି ହଳଧର ନାଗଙ୍କ ଉପରେ ଲିଖିତ କିଛି ପୁସ୍ତକ, ଗ୍ରନ୍ଥାବଳୀ ଏବଂ ସଂକଳନ ଉନ୍ମୋଚିତ• ପଦ୍ରଶ୍ମୀ ହଳଧର ନାଗ ହେଉଛି ଭାରତର ଜଣେ ଉଜ୍ଜ୍ୱଳ ରତ୍ନ• ଜନୈକ ବ୍ୟକ୍ତିକୁ ଲେଖାରେ ସକ୍ରିୟ କରିବାର ମାଧ୍ୟମ ହେଉଛି ସାହିତ୍ୟ• ବୌଦ୍ଧିକ ତରଙ୍ଗକୁ ନିରନ୍ତର ସଞ୍ଚାଳିତ କରି ନୂଆ ଆବେଗ ତିଆରି
Read More...