ଜମି ଦୁର୍ନୀତିରେ ବିଧାୟକଙ୍କ ସମ୍ପୃକ୍ତି ନେଇ ପୋଷ୍ଟର ମାଧ୍ୟମରେ ଭିଜିଲାନ୍ସ ତଦନ୍ତ ଦାବି

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ତରଭା ସହରରେ ଜମି କେଳେଙ୍କାରୀରେ କୋଟି କୋଟି ଟଙ୍କା ଦୁର୍ନୀତି ଅଭିଯୋଗକୁ ନେଇ ସୋମବାର ଦିନ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କ ନାମରେ ବିଭିନ୍ନ କାନ୍ଥ ବାଡ଼ରେ ପୋଷ୍ଟର ଓ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଥିଲା ।…
Read More...

‘ସେବା ଜ୍ୟୋତି ଯାତ୍ରା’ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

‘ସେବା ସଂକଳ୍ପ ଅଭିଯାନ-୨୦୨୬’ ବାରିପଦା, (ଦେବସ୍ମିତ ଚୌଧୁରୀ) : ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅବସରରେ ଆସନ୍ତା ଅକ୍ଟୋବର ୭ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ‘ସେବା ଜ୍ୟୋତି ଯାତ୍ରା’ ଆୟୋଜନ କରାଯିବ । ଏହି କାର୍ଯ୍ୟକ୍ରମକୁ ସୂଚାରୁ ଓ ସଫଳ ଭାବେ ପରିଚାଳନା ପାଇଁ ଗୃହ ନିର୍ମାଣ ଓ ନଗର…
Read More...

ହସ୍ପିଟାଲରେ ରୋଗୀଙ୍କୁ ଦିଆଯାଉଥିବା ବ୍ରେଡ୍‌ରୁ ବାହାରିଲା ପୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ହସ୍ପିଟାଲରେ ରୋଗୀଙ୍କୁ ଦିଆଯାଉଥିବା ବ୍ରେଡ୍‌ରୁ ବାହାରିଲା ପୋକ । ଏଭଳି ଅଭିଯୋଗ ଆସିଛି ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ମାତୃ ଓ ଶିଶୁ ଚିକିତ୍ସାଳୟରୁ । ସୂଚନା ଅନୁସାରେ, ଆଜି ସକାଳେ ପ୍ରତିଦିନ ଭଳି ରୋଗୀ ଓ ଶିଶୁଙ୍କୁ ଖାଇବା ପାଇଁ ବ୍ରେଡ୍‌ ଦିଆଯାଇଥିଲା ।…
Read More...

ବଲାଙ୍ଗିର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ରର ବୈଠକ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଉପସ୍ଥିତ ରହି ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ…
Read More...

‘ସେବା ଜ୍ୟୋତି ଯାତ୍ରା’କୁ ସଫଳ କରିବା ପାଇଁ ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ତା. ୦୭.୧୦.୨୦୨୬ ରିଖ ଦିନ ଜିଲ୍ଲାସ୍ତରୀୟ 'ସେବା ଜ୍ୟୋତି ଯାତ୍ରା'କୁ ସଫଳ କରିବା ପାଇଁ ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ରର ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଗୌରବ…
Read More...

କଣ୍ଟାବାଞ୍ଜିରେ ଜିଲ୍ଲାସ୍ତରୀୟ କବାଡ଼ି ପ୍ରତିଯୋଗିତା ଉଦ୍‌ଘାଟିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ କଣ୍ଟାବାଞ୍ଜି ପରିସରରେ ଜିଲ୍ଲା ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ୍ ଜିଲ୍ଲାସ୍ତରୀୟ କବାଡ଼ି ପ୍ରତିଯୋଗିତା ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି । ଚଳିତ ମାସ ୫ ରୁ ୭ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି…
Read More...

ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ

ଶିକ୍ଷକ ଅରବିନ୍ଦ ରଣା ନାମରେ ସୋନପୁର ଥାନାରେ ଏତଲା ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ ପ୍ରତିବାଦରେ ସୋନପୁର ଥାନାରେ ଏତଲା । ଆଜି ବ୍ରାହ୍ମଣ ଏକତା ମଞ୍ଚର ଏକ ସାଧାରଣ ବୈଠକ ସ୍ଥାନୀୟ ରାମ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…
Read More...

ଆନ୍ତର୍ଜାତୀୟ ଶିକ୍ଷକ ଦିବସ ପାଳିତ

ବଲାଙ୍ଗିର, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ବଲାଙ୍ଗିର ତରଫରୁ ମିଶନ ବାଳକ ଉ: ପ୍ରା : ବିଦ୍ୟାଳୟରେ ଦୁର୍ଯ୍ୟୋଧନ ପଶାୟତଙ୍କ ଅଧ୍ୟକ୍ଷତାରେ ଆଚାର୍ଯ୍ୟ ସୁଚିତ୍ର ସୁନା ଓ ଧ୍ରୁବରାଜ ଚୋପଦାରଙ୍କ ମଞ୍ଚରେ ଉପବେଶନ ଥାଇ ଆନ୍ତର୍ଜାତୀୟ ଶିକ୍ଷକ ଦିବସ ପାଳିତ…
Read More...

କଳିଙ୍ଗ ରେଜିମେଣ୍ଟ ଗଠନ ଦାବି ଉପରେ ପ୍ରତିରକ୍ଷା ମନ୍ତ୍ରଣାଳୟର ଉତ୍ତର

ରାଉରକେଲା, (କେପିଏନ୍‌ଏସ୍‌) : ଭାରତୀୟ ସେନାରେ କଳିଙ୍ଗ ରେଜିମେଣ୍ଟ ଗଠନ ଦାବି ନେଇ ରାଉରକେଲା ଜାଗରଣ ମଞ୍ଚର ଅଧ୍ୟକ୍ଷ ଅମିତାଭ ସାମଲଙ୍କ ପକ୍ଷରୁ ଭାରତର ରାଷ୍ଟ୍ରପତିଙ୍କ ନିକଟରେ ଦାଖଲ କରାଯାଇଥିବା ପ୍ରତିନିଧିତ୍ୱ ସମ୍ପର୍କରେ ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ, ସାମରିକ କାର୍ଯ୍ୟ…
Read More...

ଶୁଣିଲାନି ବ୍ଲକ୍ ପ୍ରଶାସନ : ପଞ୍ଚାୟତ କଲା ମରାମତି

ଅଚଳ ଅମୃତ ଧାରା ପ୍ରକଳ୍ପରୁ ବାହାରିଲା ପାଣି ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ୍ ଅନ୍ତର୍ଗତ ସିକୁଆଁରେ ଗତ ୨୦୨୫-୨୬ ଆର୍ଥିକ ବର୍ଷରେ ଅମୃତ ଧାରା ପ୍ରକଳ୍ପ ନିର୍ମାଣ ହେବା ଦିନଠାରୁ ଅଚଳ ହୋଇ ପଡ଼ି ରହିଥିବା ଅମୃତ ଧାରା ପ୍ରକଳ୍ପ ମରାମତି ପାଇଁ ବ୍ଲକ୍ ପ୍ରଶାସନକୁ ଅଭିଯୋଗ…
Read More...