ଯୁବ କୁଲୁତା ସମାଜକୁ ଜିଲ୍ଲା ପ୍ରଶାସନର ପ୍ରଶଂସା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତ ଜୁନ ୫ ତାରିଖ ବିଶ୍ୱ ପରିବେଶ ଦିବସ ଅବସରରେ ଭୁବନେଶ୍ୱର ସ୍ଥିତ କୃଷି ଶିକ୍ଷାସଦନ ଠାରେ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜକୁ ରାଜ୍ୟ ସରକାର ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନିତ କରିଥିଲେ । ଏହି ଖବରଟି ଜାଣିବା ପରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ
Read More...

ବଲାଙ୍ଗିର ସିନିୟର ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ୨୮ରୁ : ଭାଗ ନେବେ ୬୪ ଦଳ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ବଲାଙ୍ଗିରଠାରେ ଜିଲ୍ଲା କ୍ରୀଡା ସଂସଦର ଫୁଲବଲ ଟୁର୍ଣ୍ଣାମେଣ୍ଟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । କମିଟି ଅଧ୍ୟକ୍ଷ ହେମନ୍ତ କୁମାର ବେହେରା ବୈ÷ଠକରେ ଅଧ୍ୟକ୍ଷତା କରିଥିଲେ । ଚଳିତ ବର୍ଷ ଜିଲ୍ଲାସ୍ତରୀୟ ଫୁଟବଲ
Read More...

୩୪୫ଟି ପଞ୍ଜୀକୃତ ଅଣସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳ (ରୁପ୍‌)କୁ ତାଲିକାରୁ ବାହାର କରିବା ପାଇଁ ଭାରତ ନିର୍ବାଚନ ଆୟୋଗ…

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଅଧ୍ୟକ୍ଷତାରେ ନିର୍ବାଚନ କମିଶନର ଡକ୍ଟର ସୁଖବୀର ସିଂହ ସାନ୍ଧୁ ଏବଂ ଡକ୍ଟର ବିବେକ ଯୋଶୀଙ୍କ ସହ ଭାରତ ନିର୍ବାଚନ ଆୟୋଗ ୩୪୫ଟି ପଞ୍ଜୀକୃତ ଅଣ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳ (ରୁପ)ଙ୍କୁ ତାଲିକାରୁ ବାହାର
Read More...

ଏବିଭିପି ପଦ୍ମପୁର ଦ୍ୱାରା ମେଧାବୀ ଅଭିନନ୍ଦନ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁରର ରାଜାଜୀ ଟାଉନ ହଲଠାରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପଦ୍ମପୁର ତରଫରୁ ଦଶମ, ଦ୍ୱାଦଶ ଓ ସ୍ନାତକ ଶ୍ରେଣୀର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା ଦେବା ପାଇଁ ଏକ ମେଧାବୀ ଅଭିନନ୍ଦନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି
Read More...

ବନବିଭାଗ ଦ୍ୱାରା କେନ୍ଦୁ କାଠ ବୋଝେଇ ଟ୍ରାକ୍ଟର ଜବତ : ଜଣେ ଗିରଫ

ଖପ୍ରାଖୋଲ, (ଅଶୋକ କୁମାର ବାଗ) ଖପ୍ରାଖୋଲ ବ୍ଲକ ହରିଶଙ୍କର ବନ ବିଭାଗ ରେଞ୍ଜ ଅଧୀନ ତୂର୍ଲା ଗାଁ ନିକଟରେ ସୋମବାର ବିଳମ୍ବିତ ରାତିରେ ବନ ବିଭାଗ ଚଢାଉ କରି କେନ୍ଦୁ କାଠ ବୋଝେଇ ଏକ ଟ୍ରାକ୍ଟର ଜବତ କରିବା ସହିତ ଜଣକୁ ଗିରଫ କରିଥିବା ସୂଚନା ମିଳିଛି । ସୁଚନା ଅନୁଯାୟୀ ବନ ବିଭାଗ କୌଣସି
Read More...

ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା

ବରଗଡ : ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା । ବରଗଡ଼ ଜିଲ୍ଲା ଭଟଲି ଥାନା ତରାଜୁଙ୍ଗା ଗାଁରେ ଏଭଳି ଘଟଣା ଘଟିଛି । ଭଟଲି ପୋଲିସ ଏହି ଘଟଣାରେ ପତ୍ନୀ ସମେତ ଶାଶୁ, ଶ୍ୱଶୁରକୁ ଗିରଫ କରି କୋର୍ଟ ଚାଲାଣ କରି ମାମଲାର ତଦନ୍ତ ଜାରି ରଖିଛି । ଛତିଶଗଡ଼ ରାଜ୍ୟର ଉସରତ୍ ଗାଁର ଭାନୁ ଚୌହାନ ତରାଜୁଙ୍ଗା
Read More...

ବଲାଙ୍ଗିର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ପୋକ୍‌ସୋ ଆକ୍ଟ ଓ କୈଶୋର ନ୍ୟାୟ ଧାରା ସଂପର୍କରେ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ବଲାଙ୍ଗିର ଟାଉନ୍‌ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ପୋକ୍‌ସୋ ଆକ୍ଟ ଓ କୈଶୋର ନ୍ୟାୟ ଧାରା ସଂପର୍କରେ ସଚେତନତା କାର୍ଯ୍ୟକ୍ରମ ବଲାଙ୍ଗିର ଜିଲ୍ଲା ଆଇନ ସେବା ଅଧିକାରୀଙ୍କ ତରଫରୁ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଫାମିଲି
Read More...

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୁସ୍ଥ : ଜୁଲାଇ ପ୍ରଥମ ସପ୍ତାହରେ ଭୁବନେଶ୍ୱର ଫେରିବେ

ଭୁବନେଶ୍ୱର : ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୁସ୍ଥ ଅଛନ୍ତି । ଆସନ୍ତା ଜୁଲାଇ ପ୍ରଥମ ସପ୍ତାହରେ ଭୁବନେଶ୍ୱର ଫେରିବେ । ଏ ନେଇ ସୂଚନା ଦେଇଛନ୍ତି ବିଜେଡ଼ି ରାଜନୈତିକ ବ୍ୟାପାର କମିଟି ସଦସ୍ୟ ସଞ୍ଜୟ ଦାସବର୍ମା । ସେ କହିଛନ୍ତି, ବୁଧବାର ମୁମ୍ବାଇ ଧିରୁଭାଇ ଅମ୍ବାନୀ କୋକିଳାବେନ୍
Read More...

ବାଲିଗୁଡା ଶ୍ରୀଜଗନ୍ନାଥ ମନ୍ଦିରରେ ନେତ୍ରୋତ୍ସବ ଓ ନବ ଯୌବନ ଦର୍ଶନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଗୁରୁବାର ଚତୁର୍ଦ୍ଧା ମୂର୍ତ୍ତିଙ୍କ ନେତ୍ରୋତ୍ସବ ଓ ନବ ଯୌବନ ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ୧୫ ଦିନ ପରେ ଅଣସର ଘରୁ ବାହାରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କ ଏହି
Read More...

ମାଆକୁ ପାଇପ୍‌ରେ ପିଟି ହତ୍ୟା କଲା ପୁଅ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ କରବାଲୁଆ ପାଣ୍ଡାଛକ ଖଡ଼ିକା ବନ୍ଧ ନିକଟରେ ଅଭାବନୀୟ ଘଟଣା । ମାଆକୁ ପାଇପ୍‌ରେ ପିଟି ପିଟି ହତ୍ୟା କଲା ବିକୃତ ମସ୍ତିଷ୍କ ପୁଅ । ପାରିବାରିକ କଳହକୁ ନେଇ ପୁଅ ସନ୍ତୋଷ ବେହେରା (୩୯ ବର୍ଷ) ମାଆ ଉଲି ବେହେରା (୫୫
Read More...