ରିକାପଲ୍ଲୀ ବୁଢ଼ୀ ଠାକୁରାଣୀ ମନ୍ଦିରର ନୂତନ ସିଂହ ବିଗ୍ରହ ପ୍ରତିଷ୍ଠା ଉତ୍ସବ ସମ୍ପନ୍ନ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରିକାପଲ୍ଲୀ କଳ୍ପବାସିନୀପୀଠ ମନ୍ଦିରର ଆରାଧ୍ୟ ଦେବୀ ମା' ବୁଢ଼ୀ ଠାକୁରାଣୀ ମନ୍ଦିରର ନୂତନ ସିଂହ ବିଗ୍ରହ ଦ୍ୱୟ ଏବଂ ନବନିର୍ମିତ ନୂତନ ସୌନ୍ଦର୍ଯ୍ୟକରଣ କୋଠରୀ ପ୍ରତିଷ୍ଠା ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଏଥିରେ କର୍ମକାଣ୍ଡ!-->…
Read More...
Read More...