ଆଟଗାଁ ପଂଚାୟତରେ ୩ ଦିନିଆ ସମର କ୍ୟାମ୍ପ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ୱଇସିଡିଏ ବଲାଙ୍ଗିର ତରଫରୁ ଆଟଗାଁ ପଂଚାୟତରେ ତିନି ଦିନିଆ ସମର କ୍ୟାମ୍ପ ଆୟୋଜିତ କରାଯାଇଥିଲା । ଯେଉଁଥିରେ ପୁଇଁନ୍ତଲା ବ୍ଲକର ଛତାପିପଲ, ଭାଲେର, ଦଶପୁର, ମହିମୁଣ୍ଡା ଏବଂ ଆଟଗାଁ ପଂଚାୟତରୁ ଶିଶୁମାନେ ଆସି ଯୋଗଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ
Read More...

“ଆମ ସଙ୍କଳ୍ପ ନିଶା ନୁହେଁ ଜୀବନ” ମିନି ମାରାଥନ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଅବକାରୀ ବିଭାଗ ଓ ଜିଲ୍ଲା ପ୍ରଶାସନ ବଲାଙ୍ଗିର ଆନୁକୂଲ୍ୟରେ ବାଳକ ଉଚ୍ଚ ବିଦ୍ୟାଳୟ କଣ୍ଟାବାଞ୍ଜି ପଡିଆଠାରେ ଏକ ସଚେତନତା ସଭା ଆୟୋଜନ କରାଯାଇଥିଲା । ଏହି ସଭାରେ ମୁଖ୍ୟ ଅତିଥି ଭାବେ ପୁରନ୍ଦର ବାଗ, ସମ୍ମାନିୟ ଅତିଥି ବେଦବ୍ୟାସ ନାଗ, ଅବକାରୀ ବିଭାଗ
Read More...

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଗୋୟଲ ଏବଂ ଆରକ୍ଷୀ
Read More...

ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ୫୬ତମ ଶାଖା ଉଦଘାଟନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଷ୍ଟ୍ର ନିର୍ମାଣ ଏବଂ ଆର୍ଥିକ ଅନ୍ତର୍ଭୁକ୍ତିକରଣରେ ଏହାର ଉପସ୍ଥିତିକୁ ସୂଚିତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ବ୍ରହ୍ମପୁର ସର୍କଲର ୫୬ ତମ ଶାଖା ସୋମବାର
Read More...

‘ନିୟନ୍ତ୍ରଣରେ ହଇଜା ସ୍ଥିତି କମିଛି ନୂଆ ସଂକ୍ରମିତଙ୍କ ସଂଖ୍ୟା’ : ସ୍ଵାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ଵର : ଗୋଟିଏ ଜିଲ୍ଲାରୁ ଆଉ ଗୋଟିଏ ଜିଲ୍ଲାକୁ ଡେଉଁଛି ଡାଇରିଆ । ଦୈନିକ ଚିହ୍ନଟ ହେଉଛନ୍ତି ନୂଆ ନୂଆ ସଂକ୍ରମିତ । ଆଗକୁ ରଥାଯାତ୍ରା ଥିବାରୁ ଡାଇରିଆ ସ୍ଥିତି ନେଇ ପ୍ରକାଶ ପାଇଛି ଉଦବେଗ । ଏନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଳିଙ୍ଗ । ସେ କହିଛନ୍ତି ଯେ,
Read More...

ଗଞ୍ଜାମ ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

● ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ ପୁଲିସ ମହାନିର୍ଦ୍ଦେଶକଙ୍କୁ ନୋଟିସ୍, ଦୁଇ ସପ୍ତାହ ମଧ୍ୟରେ ବିସ୍ତୃତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ● ମାମଲାର ତଦନ୍ତ ସ୍ଥିତି, ପୀଡ଼ିତାଙ୍କର ସ୍ୱାସ୍ଥ୍ୟ ଏବଂ ତାଙ୍କୁ ଦିଆଯାଇଥିବା କ୍ଷତିପୂରଣ ପରାମର୍ଶ ସମ୍ପର୍କରେ ସୂଚନା ରିପୋର୍ଟରେ ସାମିଲ କରିବାକୁ କହିଲେ
Read More...

ଦୁଇଦିନିଆ ସିନେମା କାହାଣୀ ଲିଖନ କର୍ମଶାଳା ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ନିକଟସ୍ଥ ଇନ୍ଦୁପାଇ ସ୍ଥିତ ପୂର୍ଣ୍ଣ ନିବାସରେ ସିନେମା କାହାଣୀ ଲିଖନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସାନ୍ତାଳୀ ଆର୍ଟ ଏଣ୍ଡ ଫିଲ୍ମ ଡିଭେଲପମେଣ୍ଟ ଫାଉଣ୍ଡେସନ, ବାରିପଦା ଓ ଏମ୍ପ୍ଲିଫାୟାର ମିଡ଼ିଆ, କୋଲକାତାର ମିଳିତ ସହଯୋଗରେ ଅନୁଷ୍ଠିତ ଏହି
Read More...

ଦୁର୍ଗମ ଅଞ୍ଚଳର ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ବିଡିଓଙ୍କୁ ନିବେଦନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଅଞ୍ଚଳରେ ଅଟକି ରହିଥିବା ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ୱିତ କରାଯିବା ସହ ନୂତନ ଯୋଜନାରେ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ବ୍ରାହ୍ମଣୀଗାଁ
Read More...

ସୁରତରଙ୍ଗର ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ ଇନ୍ଦ୍ରଧନୁର ସପ୍ତରଙ୍ଗ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ସେୟାର ପ୍ରାୟୋଜିତ ସୁରତରଙ୍ଗର ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ ଇନ୍ଦ୍ରଧନୁର ସପ୍ତରଙ୍ଗ ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସେୟାରର ସଭାପତି ସରୋଜ ମହାନ୍ତିଙ୍କ ସଭାପତିତ୍ୱ, ସୁରତରଙ୍ଗର ମୁଖ୍ୟ
Read More...

ଶ୍ରାବଣୀ ମେଳା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜୁଲାଇ ୧୩ରୁ ପ୍ରସିଦ୍ଧ ବେଦବ୍ୟାସ ପୀଠରେ ଆରମ୍ଭ ହେବ ଶ୍ରାବଣୀ ମେଳା ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ଜୁଲାଇ ୧୩ରୁ ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ ଶ୍ରାବଣୀ ମେଳା ଅନୁଷ୍ଠିତ ହେବାକୁ ଯାଉଛି । ଏହାର ସଫଳ ଆୟୋଜନ ପାଇଁ ଅତିରିକ୍ତ ଜିଲ୍ଲାପାଳ ତଥା ଆରଏମସି କମିଶନର
Read More...