ତୁରେକେଲା କ୍ଲଷ୍ଟରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
କଣ୍ଟାବାଞ୍ଜି, (କେପିଏନ୍ଏସ୍) : ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନରେ ଥିବା ସମସ୍ତ ବିଦ୍ୟାଳୟରେ ୧୧ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୌତମ ପଟେଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତୁରେକେଲା ଆଞ୍ଚଳିକ ସାଧନ!-->…
Read More...
Read More...