ନାୟିକା, ରାଉରକେଲାର ସ୍ୱାଧୀନତା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ମହିଳା ଅନୁଷ୍ଠାନ ନାୟିକା ରାଉରକେଲା ତରଫରୁ ସେକ୍ଟର ୭ ସ୍ଥିତ ନିଜସ୍ଵ କାର୍ଯ୍ୟାଳୟଠାରେ ୭୯ ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରଘୁନାଥପାଲି ବିଧାୟକ ଦୁର୍ଗାଚରଣ ତନ୍ତୀ ମୁଖ୍ୟ ଅତିଥି ଭାବେ ଯୋଗ…
Read More...

ବାଜପାୟୀଙ୍କ ପୁଣ୍ୟ ତିଥିରେ ବିଜେପିର ଶ୍ରଦ୍ଧାଞ୍ଜଳି ଓ ମନ୍ଦିରରେ ଦ୍ୱୀପ ପ୍ରଜ୍ୱଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତରତ୍ନ, ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତୀୟ ଜନତା ପାର୍ଟିର ପ୍ରତିଷ୍ଠାତା ତଥା ପ୍ରଥମ ବିଜେପି ରାଷ୍ଟ୍ରୀୟ ସଭାପତି ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥି ଅବସରରେ ଆଜି ସେକ୍ଟର -୦୪ , ଆମ୍ବଗାନ୍ ଛକ ସ୍ଥିତ ଅଟଳ ବିହାରୀ ବାଜପେୟୀଙ୍କ…
Read More...

କଳା, ସଂସ୍କୃତି ଓ ସାମାଜିକ ବାର୍ତ୍ତା ନେଇ ନୂଆଁଖାଇ ଭେଟଘାଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆ ଷ୍ଟେଜରେ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ଆମ ଅଞ୍ଚଳର ସିଘା ତଥା ଗଣପର୍ବ ନୂଆଁଖାଇ ଅବସରରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।…
Read More...

ସିଆଇଏସ୍‌ସିଇ ରାଜ୍ୟ ସ୍ତରୀୟ କରାଟେରେ ଅସୀମ କରାଟେ ଏକାଡେମୀର ସଫଳତା

ସିଆଇଏସ୍‌ସିଇ ଜାତୀୟ କରାଟେରେ ଭାଗ ନେବେ ସାନଭି ଓ ଅଭିଳାଷା ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ସ୍ଥିତ ସେନ୍ଟ ଆନେସ ସ୍କୁଲରେ ସିଆଇଏସ୍‌ସିଇ ରିଓଜୋନାଲ ସ୍ତରୀୟ କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନର…
Read More...

ମୁକ୍ତିଲାଭ କଲା କୋଶଳୀ ଫିଲ୍ମ ‘ନିନ୍ଦା’

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ କୁଲିଆରୀ ଗ୍ରାମରେ ବିଧିବଦ୍ଧ ଭାବରେ କୋଶଳୀ ଫିଲ୍ମ 'ନିନ୍ଦା' ରିଲିଜ ହୋଇଯାଇଛି । ଗୌନ୍ତିଆ ଯଦୁମଣି ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଗାଇସିଲେଟ…
Read More...

ସ୍ୱାଧିନତା ଦିବସ ଅବସରରେ ଜାମଗାଁ ଗ୍ରା. ପ. ସରପଂଚ ପୁରୁଷୋତ୍ତମ କମ୍ପଙ୍କ ଦ୍ୱାରା ଏକାଧିକ ପ୍ରକଳ୍ପର ଲୋକାର୍ପଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ୱାଧିନତା ଦିବସ ଅବସରରେ ପ୍ରକଳ୍ପ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବୁଢିସିଣ୍ଡୋଲ ତଥା ଗ୍ରାମ ପଂଚାୟତ କାର୍ଯାଳୟରେ ଜାତୀୟ ପତାକା ଉତ୍ତୋଳନ କରିବା ସଙ୍ଗେ ସଙ୍ଗେ ବିଭିନ୍ନ ଜନ କଲ୍ୟାଣକାରୀ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ଅତ୍ୟାଧୁନିକ ସୁବିଧା ଓ ପ୍ରଯୁକ୍ତି…
Read More...

ଭାରତୀୟ ମଜଦୁର ସଂଘର ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମନୋନିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭାରତୀୟ ମଜଦୁର ସଂଘର ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମନୋନୀତ ହୋଇଯାଇଛି । ପ୍ରଦେଶର ପ୍ରଭାରୀ ବିରଂଚି ନାରାୟଣ ପଣ୍ଡା ଓ ରାଜ୍ୟ ସରକାରୀ କର୍ମଚାରୀ ସଂଘର ସଂଗଠନ ସଂପାଦକ ରୂପେଶ କୁମାର ସାମଲଙ୍କ ତତ୍ତ୍ୱାବଧାନରେ ପୁରୁଣା କମିଟିକୁ ଭଙ୍ଗ କରାଯାଇ ନୂତନ…
Read More...

ଅତି ଉତ୍ସାହରେ ସମାପିତ ହେଲା ଆନନ୍ଦ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଆର୍ଟ ଅଫ୍ ଲିଭିଂ ଫାଉଣ୍ଡେସନ ଆନୁକୁଲ୍ୟରେ ଦେଶ ବ୍ୟାପୀ 'ଆନନ୍ଦ ଉତ୍ସବ' କର୍ମଶାଳା ଅତି ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି । ଦେଶବ୍ୟାପୀ ଏହି ପ୍ରଶିକ୍ଷଣ ଶିବିରରେ ୩୩ ହଜାର ପ୍ରଶିକ୍ଷାର୍ଥୀ ଅଂଶଗ୍ରହଣ କରିଥିବା ବେଳେ ରାଉରକେଲା ଶାଖା ଆନୁକୁଲ୍ୟରେ…
Read More...

ମାସିକ ସାରସ୍ଵତ ସମାବେଶ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ମହାବିଦ୍ୟାଳୟ, ରାଉରକେଲା ଓ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ରାଉରକେଲା ମହାନଗର ଅନ୍ତର୍ଗତ ମାଧବ ନଗର ଶାଖାର ମିଳିତ ଆନୁକୂଲ୍ୟରେ ମାସିକ ସାରସ୍ଵତ ସମାବେଶ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…
Read More...

ଆଦର୍ଶ ପାଠାଗାରର ସ୍ୱାଧୀନତା ଦିବସ ଉପଲକ୍ଷେ କାବ୍ୟସନ୍ଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ତରଫରୁ ୭୯ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ଦେଶାତ୍ମବୋଧକ ସଙ୍ଗୀତ ଓ କବିତା ଆସର ଆଦର୍ଶ ସାହିତ୍ୟ ଘରଠାରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ରାଧାକାନ୍ତ ମିଶ୍ରଙ୍କ ଆବାହକତ୍ୱ ଓ କାର୍ଯ୍ୟକାରୀ ସଭାପତି ଡ଼ଃ ସନାତନ ପ୍ରଧାନଙ୍କ…
Read More...