ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଦେହାନ୍ତରେ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଦେହାନ୍ତରେ ଆଜି ଶୋକବ୍ୟକ୍ତ କରିଛନ୍ତି । ଗତକାଲି ଅହମ୍ମଦାବାଦରେ ଏକ ବିମାନ ଦୁର୍ଘଟଣାରେ ରୂପାଣୀଙ୍କର ପରଲୋକ ହୋଇଥିଲା । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଏହି ଅବସରରେ ଶ୍ରୀ!-->…
Read More...
Read More...