ନୂଆଦିଲ୍ଲୀସ୍ଥିତ ବାସଭବନରେ ‘‘ହର ଘର ତ୍ରିରଙ୍ଗା” ଅଭିଯାନରେ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି କେନ୍ଦ୍ର…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ‘‘ହର ଘର ତ୍ରିରଙ୍ଗା " ଅଭିଯାନ ଆଜି ଦେଶକୁ ଏକତାର ସୂତ୍ରରେ ବାନ୍ଧି ରଖିବା ଏବଂ ଦେଶପ୍ରେମର ଭାବନାକୁ ସୁଦୃଢ଼ କରିବା ପାଇଁ ଏକ ଜନ ଅଭିଯାନରେ ପରିଣତ ହୋଇଛିଏହି ଅଭିଯାନ ଦର୍ଶାଉଛି ଯେ ଅସଂଖ୍ୟ ସ୍ୱାଧୀନତା ସଂଗ୍ରାମୀ ନିଜର…
Read More...

ପୂର୍ତ୍ତ ବିଭାଗର ଚରମ ଅବହେଳା : ବ୍ରିଜ୍ ଉପରେ ଆଣ୍ଠୁଏ ପାଣି

ମ. ରାମପୁର (ପି.କେ ସାହୁ) : କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ପୂର୍ତ୍ତ ବିଭାଗ ଅଧିନରେ ଥିବା ମୁଖ୍ୟ ରାସ୍ତା ଶେରଗଡ଼ ନିକଟ ସାନ୍ଦୁଲ ନଦୀ ବ୍ରିଜ ଉପରେ ଆଣ୍ଠୁଏ ଉପରେ ବନ୍ୟାଜଳ ପ୍ରବାହିତ ହୋଇଛି । ଏଣୁ ଯାତାୟାତରେ ବିଭିନ୍ନ ସମସ୍ୟା ଦେଖାଦେଇଛି । ତେବେ ଭବାନୀପାଟଣାରୁ ମ. ରାମପୁରକୁ…
Read More...

ବିଶ୍ୱ ଅଙ୍ଗ ଦାନ ଦିବସ ପାଳିତ

ମୟୂରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ଅଙ୍ଗଦାନ ଏକ ମହତ୍ ଦାନ । ପ୍ରତିବର୍ଷ ଅଗଷ୍ଟ ମାସର ୧୩ ତାରିଖରେ ବିଶ୍ୱ ଅଙ୍ଗଦାନ ଦିବସ ପାଳନ କରାଯାଏ । ମୃତ୍ୟୁ ପରେ, ସୁସ୍ଥ ଏବଂ ମୂଲ୍ୟବାନ ଅଙ୍ଗ ଦାନ କରି ଅନ୍ୟମାନଙ୍କର ଜୀବନ ବଞ୍ଚାଇବା ପାଇଁ ଲୋକଙ୍କୁ ପ୍ରୋତ୍ସାହନ କରିବା ଏହି ଦିବସର ଉଦ୍ଦେଶ୍ୟ ।…
Read More...

ସୁଶୀଳାବତୀ ସରକାରୀ ମହିଳା ମହାବିଦ୍ୟାଳୟ ପକ୍ଷରୁ ତ୍ରିରଙ୍ଗା ଶୋଭାଯାତ୍ରା

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨ ସ୍ଥିତ ସୁଶୀଳାବତୀ ସରକାରୀ ମହିଳା ମହାବିଦ୍ୟାଳୟର ସାଂସ୍କୃତିକ ପରିଷଦ ଏବଂ ଜାତୀୟ ସେବା ଯୋଜନାର ମିଳିତ ଉଦ୍ୟମରେ ହରଘର ତ୍ରିରଙ୍ଗା ଶୋଭାଯାତ୍ରା ଆଜି ଅନୁଷ୍ଠିତ ହୋଇଯାଇଛି । ସାଂସ୍କୃତିକ ପରିଷଦ ଓ ଜାତୀୟ ସେବା ଯୋଜନାର ସଂଯୋଜକଙ୍କ ପ୍ରତ୍ୟକ୍ଷ…
Read More...

ପାଇକମାଲରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା ପଦଯାତ୍ରା କାର୍ଯ୍ୟକ୍ରମ

ଜାତୀୟ ପତାକାର ମାନ ରଖିବା ପାଇଁ ଦେଶର ନାଗରିକଙ୍କ କର୍ତ୍ତବ୍ୟ : ବିଡ଼ିଓ ଶ୍ରୀ ଓଦୁ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ମଣ୍ଡଳ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ…
Read More...

ସ୍କୁଲ୍ ନୁ କଲେଜ୍ ଗାଁ ନୁ ସହର୍ ତହଁକ୍ ପୁହୁଁଚିଲା ଘର୍ କେ ଘର୍

ବଲାଙ୍ଗିର, (ରାଜେଶ ଦଣ୍ଡସେନା) : କୋଶଲୀ ଭାଷା ସାହିତ୍ୟର ଅଗ୍ରଣୀ ଅନୁଷ୍ଠାନ ତହଁକ କୁଟୁମ ବିଭିନ୍ନ ସମୟରେ ବିଭିନ୍ନ କାର୍ଯ୍ୟକ୍ରମ କରି ବେଶ ଚର୍ଚ୍ଚାରେ ରହିଥାଏ । କୋଶଲୀ ଭାଷା ସାହିତ୍ୟକୁ ଛୋଟଛୁଆମାନଙ୍କ ପାଖରୁ ନେଇ ଗ୍ରାମାଞ୍ଚଳକୁ ଯାଇ ସାଧାରଣ ଜନତାଙ୍କ ପାଖରେ ଆମ ଅଞ୍ଚଳର ସାହିତ୍ୟ,…
Read More...

ରତାଖଣ୍ଡିରେ “ଆସ ଆମେ ସ୍କୁଲ ଯିବା” କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ରତାଖଣ୍ଡି ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ସରକାରଙ୍କ ନିର୍ଦ୍ଦେଶ କ୍ରମେ "ଆସ ଆମେ ସ୍କୁଲ ଯିବା" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସରୋଜ କୁମାର ବରିହା ଏହି ଅଭିଯାନର ଶୁଭ ଉଦଘାଟନ…
Read More...

ପୁଇଁନ୍ତଲା ବ୍ଲକ ସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା

ପୁଇଁନ୍ତଲା, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ତିନି ଦିନିଆ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାର ଉଦଘାଟନୀ ସଭାରେ ରତ୍ନମୟୀ ପୁରୋହିତ, ଗୋଷ୍ଠୀ ଶିକ୍ଷା ଅଧିକାରିଣୀ,…
Read More...

ରାଉରକେଲା କଲେଜର ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସେକ୍ଟର-୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ତରଫରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନ୍ତର୍ଗତ ଏକ 'ତ୍ରିରଙ୍ଗା ଯାତ୍ରା' କଲେଜରୁ ବାହାରି ସେକ୍ଟର-୨ ବିଜୁ ପଟ୍ଟନାୟକ ଛକ ହୋଇ ସେକ୍ଟର-୨ ସ୍ଥିତ ୧୦୦ ମିଲିଅନ ଟନ ସ୍ମାରକୀ ଛକ ହୋଇ କଲେଜକୁ…
Read More...

ଡାହିମାଲ କ୍ଲଷ୍ଟରର‌ କ୍ଲଷ୍ଟର ସ୍ତରୀୟ ଆସ ସ୍କୁଲ ଯିବା କମିଟି ଚୟନ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ତେନ୍ତୁଳୀଖୁଣ୍ଟି ପଂଚାୟତ ଉଚ୍ଚ ବିଦ୍ୟାଳୟ ଡାହିମାଲଠାରେ ଡାହିମାଲ କ୍ଲଷ୍ଟରର‌ କ୍ଲଷ୍ଟର ସ୍ତରୀୟ ଆସ ସ୍କୁଲ ଯିବା କମିଟି ଚୟନ ବୈଠକରେ ସ୍ଥାନୀୟ ଡ଼ାହିମାଲ ସିଆର୍‌ସିସି ପ୍ରହଲ୍ଲାଦ ଦଣ୍ଡସେନା ଅଧ୍ୟକ୍ଷତା କରିଥିଲେ ।ଆସ ସ୍କୁଲ ଯିବା ଉପରେ ଲକ୍ଷ୍ୟ ଓ ଉଦ୍ଦେଶ୍ୟ…
Read More...