ଅଟୋ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା : ୫ଗୁରୁତର
ଘଷିପୁରା : କେନ୍ଦୁଝର ଜିଲ୍ଲା ୨୦ ନଂ ଜାତୀୟ ରାଜପଥ ହସନପୁର ଟୋଲ୍ ପ୍ଲାଜା ନିକଟରେ ଦୁର୍ଘଟଣା । ଅଟୋ ସହ ମୁହାଁମୁହିଁ ଧକ୍କା ହେଲା ଟ୍ରାକ୍ଟର । ଏହି ଦୁର୍ଘଟଣାରେ କଲିକତାର ୫ଜଣ ଗୁରୁତର ହୋଇଥିବା ବେଳେ ୨ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ!-->…
Read More...
Read More...