୭୬ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଉଦ୍ୟମରେ ଆଜି ଭବାନୀପାଟଣାରେ ଜିଲ୍ଲା ସ୍ତରୀୟ ୭୬ ତମ କଳାହାଣ୍ଡି ଗଠନ ଦିବସ ପାଳନ କରାଯାଇଛି ।୧୯୪୯ ନଭେମ୍ବର ୧ ତାରିଖ ଦିନ କଳାହାଣ୍ଡି ଏକ ସ୍ୱତନ୍ତ୍ର ଜିଲ୍ଲାର ମାନ୍ୟତା
Read More...

ଖପ୍ରାଖୋଲ ପୋଲିସର ଦୃଢ଼ ପଦକ୍ଷେପ : ୧୧ ଜଣ ଦାଦନ ଶ୍ରମିକ ଓ ୫ ଶିଶୁ ଉଦ୍ଧାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଶନିବାର ସକାଳୁ ଖପ୍ରାଖୋଲ ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ କର୍ଲାବାହାଲି ଛକ ନିକଟରୁ ୫ ଜଣ ଶିଶୁ ସମେତ ୧୧ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି । ସୂଚନା ଅନୁଯାୟୀ ଆଜି ସକାଳୁ ଖପ୍ରାଖୋଲ ପୋଲିସ ଜାଣିବାକୁ ପାଇଥିଲା ଯେ, କିଛି ଦାଦନ ଶ୍ରମିକଙ୍କୁ
Read More...

ରୋଟାରୀ କ୍ଲବ ଅଫ ରାଉରକେଲା ଷ୍ଟିଲ ସିଟି ପକ୍ଷରୁ ଡିଜିଟାଲ ମାର୍କେଟିଙ୍ଗ ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ ରାଉରକେଲା ଷ୍ଟିଲ ସିଟି ଓ ଟେକୱାଲା କେ ୩ ସଲ୍ୟୁସନ ପ୍ରାଇଭେଟ ଲିମିଟେଡ଼ର ମିଳିତ ଆନୁକୂଲ୍ୟରେ ଡିକୋଡ଼ିଙ୍ଗ ଡିଜିଟାଲ ମାର୍କେଟିଙ୍ଗ ସମ୍ପର୍କିତ ଏକ ଆଲୋଚନା ଚକ୍ର ସ୍ଥାନୀୟ ମାକ୍ସମୁଲାର ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ
Read More...

ବାନେର ସ୍ଥିତ ଆନନ୍ଦ ବୃନ୍ଦାବନ ଠାରେ ଶ୍ରୀମଦ୍ ଭାଗବତ ପରାୟଣ ଓ ପ୍ରବଚନ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ବାନେର ସ୍ଥିତ ଆନନ୍ଦ ବୃନ୍ଦାବନର ପାବନ ଭୂମିରେ ବିଶ୍ୱାତ୍ମ ଚେତନା ପରିଷଦର ପ୍ରତିଷ୍ଠାତା ପରମପୂଜ୍ୟ ସ୍ୱାମୀ ପରମହଂସ ସତ୍ୟ ପ୍ରଜ୍ଞାନନ୍ଦ ସରସ୍ଵତୀଙ୍କ ମାର୍ଗଦର୍ଶନରେ ପବିତ୍ର ଶ୍ରୀମଦ୍ ଭାଗବତ ପାରାୟଣ ଓ ନିୟମିତ ପ୍ରବଚନର
Read More...

ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେ ସେଣ୍ଟର ବନ୍ଦ : ଗ୍ରାହକ ହନ୍ତସନ୍ତ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ସ୍ୱୟଂ ସହାୟକ ଗୋଷ୍ଠୀର ଆର୍ଥିକ ବିକାଶ ନିମନ୍ତେ ସରକାରଙ୍କ ଅନୁମୋଦନ କ୍ରମେ ୨୦୨୩ ମସିହାରୁ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ତତ୍କାଳୀନ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଶିଷ କୁମାର
Read More...

ବଙ୍ଗୋମୁଣ୍ଡାରେ ଭାରତୀୟ ଇଂଲିଶ ମିଡିୟମ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାରେ ଥିବା ଇଂଲିଶ ମିଡିୟମ ସ୍କୁଲଠାରେ ଆଜି ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ଶ୍ରୀ ଗଣେଶଙ୍କ ମୂର୍ତ୍ତିରେ ପୂଜାର୍ଚ୍ଚନା କରାଯିବାପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା
Read More...

ଯାଜ୍ଞସେନୀ ତରଫରୁ ପ୍ରବନ୍ଧ, ଗଳ୍ପ, କବିତା ପ୍ରତିଯୋଗିତା

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରଚାର ପ୍ରସାର ନିମନ୍ତେ ଯାଜ୍ଞସେନୀ ଅନୁଷ୍ଠାନ ତରଫରୁ ସେକ୍ଟର ୬ ସ୍ଥିତ ସରକାରୀ ଉତ୍କୃଷ୍ଟ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠାନର ଉପଦେଷ୍ଟା ବିଜୟଲକ୍ଷ୍ମୀ ପଟ୍ଟନାୟକଙ୍କ ସଭାପତିତ୍ୱରେ ପିଲାମାନଙ୍କ ମଧ୍ୟରେ ପ୍ରବନ୍ଧ, ଗଳ୍ପ ଓ
Read More...

ତୁରେକେଲା ପୋଲିସ ଦ୍ୱାରା ରାଷ୍ଟ୍ରୀୟ ଏକତା ଦିବସରେ ‘ଏକତା ପାଇଁ ଦୌଡ଼’ ଅନୁଷ୍ଠିତ

ତୁରେକେଲା, (ପିତାମ୍ବର ଦୀପ) : ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ତୁରେକେଲା ପୋଲିସ ଜାତୀୟ ସଂହତି ଏବଂ ସାମ୍ପ୍ରଦାୟିକ ସଦ୍ଭାବନାକୁ ପ୍ରୋତ୍ସାହିତ କରିବା ପାଇଁ 'ଏକତା ପାଇଁ ଦୌଡ଼' ଆୟୋଜନ କରିଥିଲା । ଏହି କାର୍ଯ୍ୟକ୍ରମରେ ଛାତ୍ର, ସ୍ଥାନୀୟ ଯୁବକ ଏବଂ ପୋଲିସ କର୍ମଚାରୀଙ୍କ ଉତ୍ସାହଜନକ
Read More...

ରାଉରକେଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ସମସ୍ତଙ୍କ ମିଳିତ ସହଯୋଗରେ ଦୁର୍ନୀତି ମୁକ୍ତ ସମାଜ ଗଠନ କରା ଯାଇପାରିବ : ବ୍ରିଜେଶ ରାଏ ରାଉରକେଲା, (ସସ୍ମିତା ପ୍ରଧାନ) : ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଜି ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗ ରାଉରକେଲା ମିଳିତ ସହଯୋଗରେ ସ୍ଥାନୀୟ ଆଇଟିଡିଏ ସମ୍ମିଳନୀ
Read More...

ଭୀମ ଭୋଇଙ୍କ ଦିବ୍ୟ ଚେତନା ଦିବସ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ସତ୍ୟ ମହିମା ଆଶ୍ରମଠାରେ କାର୍ତ୍ତିକ ମାସ ଶୁକ୍ଳପକ୍ଷ ଦଶମୀ ତିଥିରେ ଭୀମ ଭୋଇଙ୍କ ଦିବ୍ୟ ଚେତନା ଦିବସ ମଠାଧୀଶ ଅବଧୂତ କପିଳେନ୍ଦ୍ର ବାବାଙ୍କ ତତ୍ୱାବଧାନରେ ପାଳିତ ହୋଇଥିଲା । ଏଥିରେ ସନ୍ଥ ଭୀମ ଭୋଇ ସାହିତ୍ୟ
Read More...