ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ, ପୋଲିସର ତଦନ୍ତ ଜାରି
କଳାହାଣ୍ଡି, (କେପିଏନ୍ଏସ୍) : କଳାହାଣ୍ଡି ଜିଲ୍ଲା କଲମପୁର ଲଙ୍କେଶ୍ୱରୀ ପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଜନୈକା ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ସମସ୍ତଙ୍କୁ ଚକିତ କରିଛି । ମୃତ ମହିଳା ଜଣକ ହେଲେ ଦୀପାଞ୍ଜଳି ନିମୁଲିଆ (୨୩) । ଏହା ଆତ୍ମହତ୍ୟା!-->…
Read More...
Read More...