ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ କନ୍ଧମାଳ ଗସ୍ତ : ଉଦଘାଟିତ ହେବ ବହୁ ପ୍ରତିକ୍ଷୀତ ମେଡିକାଲ କଲେଜ
କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଦିବାସୀ ଅଧୁଷିତ ବହୁଳ କନ୍ଧମାଳ ଜିଲ୍ଲା ଫୁଲବାଣୀକୁ ୭ ତାରିଖ ଶନିବାର ଦିନିକିଆ ଗସ୍ତରେ ଆସୁଛନ୍ତି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥି ପାଇଁ ଜିଲ୍ଲା ପ୍ରଶାସନ ଚଳଚଞ୍ଚଳ ହେବା ସହ ସୁରକ୍ଷା ବ୍ୟବସ୍ଥାକୁ କଡାକଡି!-->…
Read More...
Read More...