କାର୍ ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିରରେ କାର୍ ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ । ବଲାଙ୍ଗୀର-ଭବାନୀପାଟଣା ଜାତୀୟ ରାଜପଥ ୨୬ ରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଡାକବଙ୍ଗଳାରେ ଚାରି ଚକିଆ ଗାଡ଼ି ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି ।!-->…
Read More...
Read More...