ଚଳନ୍ତା ଟ୍ରେନରୁ ଖସି ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବୁଧବାର ସନ୍ଧ୍ୟା ୬ଟା ସମୟରେ କଳାହାଣ୍ଡି ଜିଲ୍ଲା ନର୍ଲା ରୋଡ୍ ରେଳ ଷ୍ଟେସନ୍ ପୂର୍ବରୁ ତୁଲାଗାଁ ରେଳ ଫାଟକ ନିକଟରେ ଆଲେପି - ଧାନବାଦ୍ ଏକ୍ସପ୍ରେସ୍ ଟ୍ରେନ୍ରୁ ଜଣେ ଅଜଣା ବ୍ୟକ୍ତି ଖସି ପଡି ମୃତ୍ୟୁ ଘଟିଥିବା ଭଳି ଏକ ଅଭାବନୀୟ ଘଟଣା ଘଟିଛି ।!-->…
Read More...
Read More...