ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ୱିତୀୟ ମାସିକ ବୈଠକ କପସିଲା ପି.ଏମ୍.ଶ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଅନୁଷ୍ଠିତ
ତୁଷୁରା, (ଖୁସିରାନୀ ସାହୁ) : ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ୱିତୀୟ ମାସିକ ବୈଠକ କପସିଲା ପି.ଏମ୍.ଶ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନ୍ମଥ ରାଜହଂସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଏବିଇଓ ବିପିନ ବାଗ ମୁଖ୍ୟ ଅତିଥି ଭାବେ!-->…
Read More...
Read More...