ସୁରକ୍ଷାକର୍ମୀଙ୍କୁ ସଫଳତା : ୩ ହାର୍ଡକୋର ମାଓବାଦୀ ଗିରଫ
ମାଲକାନଗିରି : ସୁରକ୍ଷାକର୍ମୀଙ୍କୁ ସଫଳତା । ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକୁମା ଜିଲ୍ଲାର ଜାଗରକୋଣ୍ଡା ଥାନା ଅଞ୍ଚଳରୁ ୩ ଜଣ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛନ୍ତି ସୁରକ୍ଷାକର୍ମୀ । ଗିରଫ ମାଓବାଦୀଙ୍କ ମଧ୍ୟରୁ ଦୁଇ ଜଣଙ୍କ ଉପରେ ୮ ଲକ୍ଷ ଓ ଜଣଙ୍କ ଉପରେ ୫ ଲକ୍ଷ ଟଙ୍କାର!-->…
Read More...
Read More...