ପୁରୀରେ ୩ ଭଉଣୀଙ୍କୁ ଅସଦାଚରଣ ଅଭିଯୋଗ : ଧରାପଡିଲେ ୨ ଯୁବକ
ପୁରୀ : ଶ୍ରୀମନ୍ଦିରରୁ ଦର୍ଶନ ସାରି ଫେରିବା ପରେ ୩ ଭଉଣୀଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି । ପୁରୀ ସଦର ଥାନା ଅନ୍ତର୍ଗତ ସମଙ୍ଗ ପାର୍କିଂ ନିକଟରେ ଏଭଳି ଘଟଣା ଘଟିଛି । ସୋମବାର ସନ୍ଧ୍ୟାରେ ଏଭଳି ଘଟଣା ଘଟିଥିବା ବେଳେ ଦୁଇ ଜଣ ଯୁବକଙ୍କୁ କାବୁ କରିବାରେ ସଫଳ ହୋଇଥିବା ବେଳେ ଅନ୍ୟ!-->…
Read More...
Read More...