କାଲିଠୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ମନା : ଜିଲ୍ଲାପାଳଙ୍କୁ ମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ
ଭୁବନେଶ୍ଵର : କାଲିଠୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ମନା । ଯିଏ ବିକ୍ରି କରିବ ତା ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କେବଳ କାଚ ବୋତଲ ଏବଂ ଟିଣ ବୋତଲରେ ପେଟ୍ରୋଲ ବିକ୍ରି କରି ହେବ । ଏ ସଂପର୍କରେ ସୋମବାର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି!-->…
Read More...
Read More...