ଉଡାନ୍ ଯୋଜନାରେ ସାମିଲ ହେଉ ସତୀଭଟା ଏୟାରଷ୍ଟ୍ରିପ୍ : ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : କେନ୍ଦ୍ର ସରକାରଙ୍କ ଉଡାନ୍ ଯୋଜନାରେ ସତୀଭଟା ଏୟାରଷ୍ଟ୍ରିପ୍କୁ ସାମିଲ କରିବାକୁ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବି । ପଦ୍ମପୁରରେ ଥିବା ସତୀଭଟା ଏୟାରଷ୍ଟ୍ରିପ୍କୁ ନେଇ ସାଂସଦ ତୃତୀୟ ଥର ପାଇଁ କେନ୍ଦ୍ର ନିକଟରେ ଦାବି ରଖିଛନ୍ତି । ଏହାସହ!-->…
Read More...
Read More...